Daily Archives

“ଅଧିକାର ପାଇଁ ଲଢେଇ ହେବ”

ଲୋଇସିଂହା, (ବିମଳେନ୍ଦୁ ସାହୁ) : କୌଣସି ପରିସ୍ଥିତିରେ ଖଣି ଖାଦାନ ପାଇଁ ଜମି ଦିଆଯିବ ନାହିଁ । ପୁରୁଷାନୁକ୍ରମେ ଆଦିବାସୀ ତଥା ପାରମ୍ପରିକ ବନବାସୀ ସୁରକ୍ଷା ଦେଇ ଆସୁଥିବା ତଥା ଚାଷବାସ କରୁଥିବା ଜଙ୍ଗଲ ଜମିକୁ ଖଣି କମ୍ପାନୀ ଗୁଡ଼ିକ ହାତରେ ଟେକି ଦେବା ପାଇଁ ସରକାର ମସୁଧା କରିଛନ୍ତି ।…
Read More...

ଜିଲ୍ଲା ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ

"ଉଲ୍ଲାସ ପରୀକ୍ଷା ଦେଲେ ୧୬୫୮୧ଜଣ" ବଲାଙ୍ଗିର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ "ଉଲ୍ଲାସ" ଅନ୍ତର୍ଗତ ୨୦୨୫-୨୬ ଶିକ୍ଷା ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାୟନ ପରୀକ୍ଷା ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ…
Read More...

ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଥୁଆମୂଳ ରାମପୁର ବ୍ଲକ ସଭା ଗୃହରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ…
Read More...

ତ୍ରିଦିବସୀୟ ଜନଗଣନା ତାଲିମ ଶିବିର ଶୁଭାରମ୍ଭ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟରେ ଜନଗଣନା ୨୦୨୭ ପାଇଁ ପ୍ରଥମ ପର୍ଯ୍ୟାୟ ତ୍ରିଦିବସୀୟ ତାଲିମ ଶିବିର ଶୁଭାରମ୍ଭ ହୋଇଯାଇଛି । ପ୍ରଥମ କରି ଏକ ନୂଆ ରୂପ ଯାହାକି କମ୍ପ୍ୟୁଟରୀକରଣ ତଥା ଡିଜିଟାଲ ମୋଡରେ ଜନଗଣନା କରାଯିବ ।…
Read More...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ପଞ୍ଚାୟତ ସମିତି ବୈଠକ ଗୃହ, ପାଟଣାଗଡ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ବ୍ଲକର ବିଭିନ୍ନ ଅଞ୍ଚଳରୁ…
Read More...

ଦ୍ୱିଦିବସୀୟ ଓଡିଶୀ ସଂଗୀତ ମହୋତ୍ସବ ୨୦୨୬ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ଜୟଦେବ କଳା ବିକାଶ କେନ୍ଦ୍ର ଆନୁକୂଲ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ସହଯୋଗରେ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଦୁଇଦିନିଆ ଓଡ଼ିଶୀ ସଙ୍ଗୀତ ମହୋତ୍ସବ ଉଦଯାପିତ…
Read More...

ଲେଖକ ସାମ୍ମୁଖ୍ୟର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠଗାର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଛେଣ୍ଡସ୍ଥିତ ପାଠାଗାର ପରିସରରେ ଅନୁଷ୍ଠିତ ହେଇଯାଇଛି । ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ସଭାପତିତ୍ୱ ଓ ବିଜୟ କୁମାର ବରାଳଙ୍କ ସଂଯୋଜନରେ ଆୟୋଜିତ ଏହି…
Read More...

ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡ଼ଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର…
Read More...

ସଚେତନ ନାଗରିକ ମଞ୍ଚର ୧୩ତମ ପ୍ରତିଷ୍ଠା ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚ ରାଉରକେଲାର ୧୩ ତମ ପ୍ରତିଷ୍ଠା ଦିବସ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉପଦେଷ୍ଟା ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଭାପତି ଇଂ ବିମଳ କୁମାର ବିଶି, ସାଧାରଣ ସମ୍ପାଦକ…
Read More...

ଗୁଡଭେଲା ବ୍ଲକରେ ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ୮୧ଟି ପରୀକ୍ଷା କେନ୍ଦ୍ରରେ ଦ୍ୱିତୀୟ ପର୍ଯ୍ୟାୟ ନବଭାରତ ସାକ୍ଷରତା ଅଭିଯାନ 'ଉଲ୍ଲାସ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୨୪୮୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଆଜି ଦ୍ୱିତୀୟ ପର୍ୟ୍ୟାୟରେ ସମୁଦାୟ ୮୧୯ ଜଣ…
Read More...