Daily Archives

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ମତ

ତମ୍ବାଖୁ ସ୍ଥାନରେ ଅର୍ଥକାରୀ ଫସଲକୁ ପ୍ରୋତ୍ସାହିତ କରୁଛନ୍ତି କେନ୍ଦ୍ର ସରକାର: କୃଷିମନ୍ତ୍ରୀଅଳ୍ପ ଜମିରୁ ଅଧିକ ଲାଭ: ସମନ୍ବିତ ଚାଷ ମଡେଲର ବିକାଶ: କୃଷିମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ, ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ
Read More...

ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସ୍ମୃତିସଭା ଅନୁଷ୍ଠିତ

ଆକ୍ରମଣାତ୍ମକ ରାଜନୀତି ନୁହେଁ, ଜନହିତକର କାର୍ଯ୍ୟ ପାଇଁ ପରିଚିତ ଥିଲେ : ରାଜନାଥ ସିଂହସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ : ମୋହନ ଚରଣ ମାଝୀଆତ୍ମବିଶ୍ୱାସର ସହ କଠିନ ସ୍ଥିତିରେ କାର୍ଯ୍ୟକର୍ତ୍ତାଙ୍କୁ ସାଙ୍ଗରେ ନେଇ ଚାଲୁଥିଲେ : ମନମୋହନ ସାମଲବିଜେପି ପଞ୍ଚନିଷ୍ଠର ସାଧକ ଓ
Read More...

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

୧୨,୦୦୦ ରୁ ଅଧିକ ଚଢାଉ; ମହଜୁଦକାରୀ ଏବଂ କଳାବଜାର ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତସହରାଞ୍ଚଳରେ ବାଣିଜ୍ୟିକ ଏଲପିଜି ଗ୍ରାହକମାନଙ୍କୁ ପିଏନଜି ବ୍ୟବହାର କରିବାକୁ ଉତ୍ସାହିତ କରାଯାଇଛିସିଜିଡି ପାଇପଲାଇନ ବିଛାଇବା ପାଇଁ ଅନୁମୋଦନ ତ୍ୱରାନ୍ୱିତ
Read More...

ଟିଟିଲାଗଡ଼ ବିପାସନା ଧ୍ୟାନ କେନ୍ଦ୍ର ତରଫରୁ ଜୈନ ଭବନ ଠାରେ ଏକ ଆଧ୍ୟତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ମଙ୍ଗଳବାର ସଂଧ୍ୟାରେ ସ୍ଥାନୀୟ ଜୈନ ଭବନ ଠାରେ ଟିଟିଲାଗଡ ବିପାସନା ଧ୍ୟାନକେନ୍ଦ୍ର ତରଫରୁ ଏକ ଆଧ୍ୟତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟବକ୍ତା ଭାବେ ସୁଦୂର ଗୁଜୁରାଟ ରାଜ୍ୟର ରାଜକୋଟରୁ ମାନ୍ୟବର ଗୁରୁଜୀ ରାଜୁଭାଇ
Read More...

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ମହସିଙ୍ଗିରେ ଲକ୍ଷ୍ମୀ ମନ୍ଦିରର ରତ୍ନମୁଦ ଉତ୍ସବ ଓ ଅଷ୍ଟପ୍ରହରୀ ନାମଯଜ୍ଞ ତିନିଦିନ ଧରି ଅନୁଷ୍ଠିତ ହେବା ପରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ମହସିଙ୍ଗି ଗ୍ରାମ୍ୟ କମିଟିର
Read More...