ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଉପ-ସଭାପତି ଶ୍ରୀମତୀ ଗୀତା ପାଢ଼ୀ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ!-->…
Read More...
Read More...