ଲୋଇସିଂହା ଓକିଲ ସଂଘ କର୍ମକର୍ତ୍ତା ନିର୍ବାଚନ : ସଞ୍ଜୟ ସଭାପତି ଓ ଜ୍ୟୋତି ସମ୍ପାଦକ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସର୍ବସମ୍ମତି କ୍ରମେ ଏଥିରେ ସଭାପତି ଭାବେ ସଞ୍ଜୟ କୁମାର ଷଡ଼ଙ୍ଗୀ ମନୋନୀତ ହୋଇଥିବା ବେଳେ ସମ୍ପାଦକ ଭାବେ ଜ୍ୟୋତିରଂଜନ ପଟେଲ, ଉପସଭାପତି- କ୍ଷେତ୍ରପାଳ ସାହୁ, ଯୁଗ୍ମ!-->…
Read More...
Read More...