ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ : ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ଉପରେ ଗୁରୁତ୍ୱ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମାକରଚୁଆଁ କ୍ଲଷ୍ଟରର ମାସିକ ବୈଠକ ସ୍ଥାନୀୟ ଖଗସା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ଛାତ୍ରଛାତ୍ରୀଙ୍କ ମୌଳିକ ଦକ୍ଷତା!-->…
Read More...
Read More...