Monthly Archives

March 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ ତାରିଖକୁ ବୃଦ୍ଧି

ନୂଆଦିଲ୍ଲୀ, (ପିଆଇବି) : ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରି - ୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି (ସାର୍ଟିଫିକେଟ୍ ଏବଂ
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା

କବିତା ସଂକଳନ ପାଦ ପୂରଣ ପାଇଁ ଓଡ଼ିଆ ଭାଷାରେ ପୁରସ୍କାର ପାଇବାକୁ ମନୋନିତ ହେଲେ ଗିରିଜା ବଳିୟାର ସିଂହ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଆଜି ୨୪ଟି ମାନ୍ୟତାପ୍ରାପ୍ତ ଭାରତୀୟ ଭାଷାରେ ବାର୍ଷିକ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି । ୨୦୨୫
Read More...

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

● ପିଏନଜି ସଂଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ସିଜିଡି କମ୍ପାନୀଗୁଡ଼ିକ ଦେଉଛନ୍ତି ପ୍ରୋତ୍ସାହନ● ସାମ୍ପ୍ରତିକ ଭୂରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଲପିଜି ଯୋଗାଣ ଉପରେ ନଜର ରଖାଯାଇଛି● ଘରୋଇ ଏଲପିଜି ଉତ୍ପାଦନ ୩୬ ପ୍ରତିଶତ ବୃଦ୍ଧି ପାଇଛି● ଅନଲାଇନ୍ ଏଲପିଜି ସିଲିଣ୍ଡର ବୁକିଂ
Read More...

“ଅଧିକାର ପାଇଁ ଲଢେଇ ହେବ”

ଲୋଇସିଂହା, (ବିମଳେନ୍ଦୁ ସାହୁ) : କୌଣସି ପରିସ୍ଥିତିରେ ଖଣି ଖାଦାନ ପାଇଁ ଜମି ଦିଆଯିବ ନାହିଁ । ପୁରୁଷାନୁକ୍ରମେ ଆଦିବାସୀ ତଥା ପାରମ୍ପରିକ ବନବାସୀ ସୁରକ୍ଷା ଦେଇ ଆସୁଥିବା ତଥା ଚାଷବାସ କରୁଥିବା ଜଙ୍ଗଲ ଜମିକୁ ଖଣି କମ୍ପାନୀ ଗୁଡ଼ିକ ହାତରେ ଟେକି ଦେବା ପାଇଁ ସରକାର ମସୁଧା କରିଛନ୍ତି ।
Read More...

ଜିଲ୍ଲା ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ

"ଉଲ୍ଲାସ ପରୀକ୍ଷା ଦେଲେ ୧୬୫୮୧ଜଣ" ବଲାଙ୍ଗିର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ "ଉଲ୍ଲାସ" ଅନ୍ତର୍ଗତ ୨୦୨୫-୨୬ ଶିକ୍ଷା ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାୟନ ପରୀକ୍ଷା ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ
Read More...

ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଥୁଆମୂଳ ରାମପୁର ବ୍ଲକ ସଭା ଗୃହରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ
Read More...

ତ୍ରିଦିବସୀୟ ଜନଗଣନା ତାଲିମ ଶିବିର ଶୁଭାରମ୍ଭ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟରେ ଜନଗଣନା ୨୦୨୭ ପାଇଁ ପ୍ରଥମ ପର୍ଯ୍ୟାୟ ତ୍ରିଦିବସୀୟ ତାଲିମ ଶିବିର ଶୁଭାରମ୍ଭ ହୋଇଯାଇଛି । ପ୍ରଥମ କରି ଏକ ନୂଆ ରୂପ ଯାହାକି କମ୍ପ୍ୟୁଟରୀକରଣ ତଥା ଡିଜିଟାଲ ମୋଡରେ ଜନଗଣନା କରାଯିବ ।
Read More...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ପଞ୍ଚାୟତ ସମିତି ବୈଠକ ଗୃହ, ପାଟଣାଗଡ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ବ୍ଲକର ବିଭିନ୍ନ ଅଞ୍ଚଳରୁ
Read More...

ଦ୍ୱିଦିବସୀୟ ଓଡିଶୀ ସଂଗୀତ ମହୋତ୍ସବ ୨୦୨୬ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ଜୟଦେବ କଳା ବିକାଶ କେନ୍ଦ୍ର ଆନୁକୂଲ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ସହଯୋଗରେ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଦୁଇଦିନିଆ ଓଡ଼ିଶୀ ସଙ୍ଗୀତ ମହୋତ୍ସବ ଉଦଯାପିତ
Read More...

ଲେଖକ ସାମ୍ମୁଖ୍ୟର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠଗାର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଛେଣ୍ଡସ୍ଥିତ ପାଠାଗାର ପରିସରରେ ଅନୁଷ୍ଠିତ ହେଇଯାଇଛି । ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ସଭାପତିତ୍ୱ ଓ ବିଜୟ କୁମାର ବରାଳଙ୍କ ସଂଯୋଜନରେ ଆୟୋଜିତ ଏହି
Read More...