Monthly Archives

March 2026

ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡ଼ଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର
Read More...

ସଚେତନ ନାଗରିକ ମଞ୍ଚର ୧୩ତମ ପ୍ରତିଷ୍ଠା ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚ ରାଉରକେଲାର ୧୩ ତମ ପ୍ରତିଷ୍ଠା ଦିବସ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉପଦେଷ୍ଟା ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଭାପତି ଇଂ ବିମଳ କୁମାର ବିଶି, ସାଧାରଣ ସମ୍ପାଦକ
Read More...

ଗୁଡଭେଲା ବ୍ଲକରେ ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ୮୧ଟି ପରୀକ୍ଷା କେନ୍ଦ୍ରରେ ଦ୍ୱିତୀୟ ପର୍ଯ୍ୟାୟ ନବଭାରତ ସାକ୍ଷରତା ଅଭିଯାନ 'ଉଲ୍ଲାସ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୨୪୮୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଆଜି ଦ୍ୱିତୀୟ ପର୍ୟ୍ୟାୟରେ ସମୁଦାୟ ୮୧୯ ଜଣ
Read More...

ଟିଟିଲାଗଡ଼ରେ ନୂତନ ସୈନିକ ସ୍କୁଲ ସ୍ଥାପନ ପାଇଁ ରାଜ୍ୟସଭାରେ ଦାବି ଉଠାଇଲେ ସାଂସଦ ନିରଞ୍ଜନ ବିଶି

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ଏକ ନୂତନ ସୈନିକ ସ୍କୁଲ ସ୍ଥାପନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଲୋକହିତ ମୁଦ୍ଦା ଉଠାଇଛନ୍ତି । ସାଂସଦ ଶ୍ରୀ ବିଶି କହିଥିଲେ ଯେ, ବଲାଙ୍ଗିର ଜିଲ୍ଲାରେ ଏକ ନୂତନ ସୈନିକ ସ୍କୁଲ୍ ସ୍ଥାପନ ଅତ୍ୟନ୍ତ ଆବଶ୍ୟକ ।
Read More...

ଆଉଟ ସୋର୍ସିଙ୍ଗ କର୍ମଚାରୀମାନଙ୍କୁ ନ୍ୟାୟ ସଂଗତ ଦରମା ଓ ସୁବିଧା ପ୍ରଦାନ ନ କରିବା ଯୋଗୁଁ କାର୍ଯ୍ୟ ବନ୍ଦ ଡାକରା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଓଡିଶାର ବିଭିନ୍ନ ବିଭାଗରେ ଆଉଟ ସୋର୍ସିଙ୍ଗ ଭିତ୍ତିରେ କାମ କରୁଥିବା କର୍ମଚାରୀ ଦୀର୍ଘ ସମୟ ଧରି ଅତ୍ୟନ୍ତ କମ୍ ଦରମାରେ ଓ ଅନିଶ୍ଚିତ ପରିସ୍ଥିତିରେ କାମ କରୁଛନ୍ତି । ସରକାରୀ କାମର ମୁଖ୍ୟ ଭାଗ ସେମାନେ କରୁଥିଲେ ମଧ୍ୟ ଯଥାର୍ଥ ସୁବିଧା ଓ ସୁରକ୍ଷା ପାଇ
Read More...

ଡିଆର୍‌ସିଏସ୍‌ଙ୍କୁ ବହିଷ୍କାର ସହ ନୂତନ ନିଯୁକ୍ତି ରଦ୍ଦ ଦାବୀ

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ କରିଛି : ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ମରାଡୁଗୋଛା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ସମ୍ପାଦକ ନବୀନ ଦାସଙ୍କ ଚାକିରିରେ ପରିବାରବାଦ ତଥା ଦୀର୍ଘ ଦିନରୁ
Read More...

ବଲାଙ୍ଗିରର ସାମ୍ବାଦିକ ପବନ ଅଗ୍ରୱାଲ ‘ଶିଖର’ ସମ୍ମିଳନୀରେ ସମ୍ମାନିତ

ସମାଜସେବା ଏବଂ ସାମ୍ବାଦିକତା ପାଇଁ ସମ୍ବଲପୁର/ବଲାଙ୍ଗିର, (କେପିଏନ୍‌ଏସ୍‌) : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମେଳନ ଆନୁକୂଲ୍ୟରେ ଆୟୋଜିତ ପ୍ରାଦେଶିକ ଅଧିବେଶନ 'ଶିଖର'ରେ, ରାଷ୍ଟ୍ରୀୟ ଅଧ୍ୟକ୍ଷ ପବନ ଗୋଏଙ୍କା (ନୂଆଦିଲ୍ଲୀ)ଙ୍କ କରକମଳରେ ବଲାଙ୍ଗିରର ସାମ୍ବାଦିକ ପବନ ଅଗ୍ରୱାଲଙ୍କୁ
Read More...

ଗ୍ୟାସ ଯୋଗାଣ ପାଇଁ ଜିଲ୍ଲାପାଳଙ୍କୁ ବ୍ୟବସାୟୀ ସଂଘର ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁ ଦେଖାଦେଲାଣି ବ୍ୟବସାୟିକ ଓ ଘରୋଇ ଏଲପିଜି ଗ୍ୟାସ ସଂକଟ । ରେଷ୍ଟୁରାଣ୍ଟ, ଖାଦ୍ୟ ବିକ୍ରେତା ଏଥିରେ ସର୍ବାଧିକ ପ୍ରଭାବିତ ହେଉଥିବା ଭଳି ଅଭିଯୋଗ ହୋଇଛି । ଆଗକୁ ରନ୍ଧନ ଗ୍ୟାସ ମିଳିବ କି ନାହିଁ ଆଶଙ୍କା କରି
Read More...

କଟକ ହସ୍ପିଟାଲରେ ଅଗ୍ନିକାଣ୍ଡ ଜନିତ ପ୍ରାଣହାନି ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଜୀବନହାନି ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତ
Read More...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

ନୂଆଦିଲ୍ଲୀ, (ପିଆଇବି) : ଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି; ‘‘ଓଡିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି
Read More...