ପୋଲିସ ଉପରେ ଆକ୍ରମଣ : ଏଏସଆଇ ଗୁରୁତର, ୨ ଅଟକ
ବଲାଙ୍ଗିର, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଗଲପୁରରେ ପୋଲିସ ଉପରକୁ ଆକ୍ରମଣ ହୋଇଛି । ଆକ୍ରମଣରେ ଲୋଇସିଂହା ଥାନାର ଏଏସଆଇ ଜୀବନାନନ୍ଦ ବେହେରା ଗୁରୁତର ହୋଇଛନ୍ତି । ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି ।!-->…
Read More...
Read More...