ବଙ୍ଗୋମୁଣ୍ଡାରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କଲା ଯୁବ ବିଜେଡି
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ଠାରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କଲା ଯୁବ ବିଜେଡି । ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ଅଜିତ କୁମାର ଯୋଶୀଙ୍କ ନେତୃତ୍ୱରେ ବିଜୁ ପଟ୍ଟନାୟକଙ୍କୁ!-->…
Read More...
Read More...