Daily Archives

ଶିକ୍ଷୟତ୍ରୀ ରଶ୍ମିରାଣୀଙ୍କୁ ନେସନ ବିଲଡର ସମ୍ମାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ କଳିଙ୍ଗ ଗୌରବ ଫାଉଣ୍ଡେସନ ଓ ଅନ୍ତର୍ଜାତିକ ରୋଟାରୀ କ୍ଲବର ମିଳିତ ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ପୁଇଁନ୍ତଲା ବ୍ଲକ ଅଙ୍କରିଆପଦର ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶିକ୍ଷୟିତ୍ରୀ ରଶ୍ମିରାଣୀ ଦାଶଙ୍କୁ ରାଜ୍ୟସ୍ତରୀୟ…
Read More...

ମ.ରାମପୁର ରାମଲୀଳା ମହୋତ୍ସବ : ପ୍ରଥମ ଦିନରେ ମନ ମୋହିଲା ଆଦ୍ୟ କାଣ୍ଡ

ମ.ରାମପୁର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଠାରେ ଶ୍ରୀ ଶ୍ରୀ ରାମ ଜୀଉ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ପ୍ରସିଦ୍ଧ ଶ୍ରୀରାମ ଲୀଳା ମହୋତ୍ସବର ପ୍ରଥମ ତଥା ଉଦଘାଟନୀ ରଜନୀରେ ଆଦ୍ୟ କାଣ୍ଡ ମଞ୍ଚସ୍ଥ ହେବା ସହ ନାଟକର ଶେଷ ପର୍ଯ୍ୟନ୍ତ ଦର୍ଶକଙ୍କୁ ବାନ୍ଧି ରଖିଥିଲା ।…
Read More...

ନଭେମ୍ବର ସୁଦ୍ଧା ଶେଷ ହେବ ହାଇଟେକ ସର୍ଭେ ଓ ବନ୍ଦୋବସ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଦୀର୍ଘଦିନ ହେବ ସୁବର୍ଣ୍ଣପୁର ଜିଲ୍ଲାବାସୀ ଚାହିଁ ରହିଥିବା ଅପେକ୍ଷାର ହେବ ଅନ୍ତ । ପୂର୍ବ ସରକାର ସମୟରୁ ଜମିପଟ୍ଟା ନ ପାଇ ଦୀର୍ଘ ବର୍ଷ ହେବ ସୁବର୍ଣ୍ଣପୁର ଜିଲ୍ଲାବାସୀ ନୟାନ୍ତ ହେଲେଣି । ଏନେଇ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ରାଜସ୍ୱ ବିଭାଗକୁ…
Read More...

ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
Read More...

ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ବିଧାୟକ ନବୀନ

ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ବ୍ଲକର ବିଭିନ୍ନ ପଂଚାୟତରେ ଆଜି ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଗ୍ରାମୀଣ ଅଞ୍ଚଳର ସମଗ୍ର ଉନ୍ନତିକୁ ଲକ୍ଷ୍ୟ କରି ପ୍ରହରୀ ମଣ୍ଡପ, ପୋଖରୀ ପୁନରୁଦ୍ଧାର ଓ ଅନ୍ୟାନ୍ୟ ଆବଶ୍ୟକ…
Read More...

ଭାରତୀୟ ରେଳବାଇର ସ୍ପଷ୍ଟିକରଣ : ନବ ଗଠିତ ଦକ୍ଷିଣ ତଟ ଜୋନରେ ଷ୍ଟେସନର ସାମିଲକୁ ନେଇ ଚିନ୍ତା ପ୍ରକଟ କରିବାର କୌଣସି…

ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟପୂର୍ବଭଳି ଜାରି ରହିବ ରେଳସେବାପୂର୍ବତଟ ରେଳବାଇର ବିକାଶ ପ୍ରତି ଭାରତୀୟ ରେଳବାଇ ପ୍ରତିବଦ୍ଧ ଭୁବନେଶ୍ୱର, (ପିଆଇବି) : ନବ ଗଠିତ ଦକ୍ଷିଣ ତଟ ଜୋନରେ କେତେକ ଷ୍ଟେସନ ସାମିଲ ନେଇ ଯେଉଁ ଚିନ୍ତା ପ୍ରକଟ କରାଯାଉଛି ଭାରତୀୟ ରେଳବାଇ ଆଜି…
Read More...

ଜନଗଣନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ହରଡଖୋଲ ଠାରେ ଜନଗଣନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଗଣନା ଅଧିକାରୀ ବିକ୍ରମ କୁମାର ନନ୍ଦଙ୍କ ଦ୍ଵାରା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏଡିଏମ୍ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ…
Read More...

ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସ୍ଥାନୀୟ ପିଏମଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ଭେଲା ଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ବିଇଓ ନମିତା ରାଣୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ…
Read More...

ବଲାଙ୍ଗିରରେ ନୀତି, ଅନୀତି ଓ ରାଜନୀତିକୁ ନେଇ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ସାମ୍ବାଦିକ ସଂଘ ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ନୀତି, ଅନୀତି ଓ ରାଜନୀତି ଶୀର୍ଷକ ଆଲୋଚନା ଚକ୍ର ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି । ଆଲୋଚନା…
Read More...

ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ନାମରେ ଖ୍ୟାତ ଥିବା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁର ଠାରେ ଅବସ୍ଥିତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ଶନିବାର ସାନ୍ଧ୍ୟ ରଜନୀରେ…
Read More...