ବ୍ଲକ ସ୍ତରୀୟ ପ୍ରବେଶ ଓ ଖଡ଼ି ଛୁଆଁ ଉତ୍ସବ ଆୟୋଜିତ
ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବର୍ଷ ୨୦୨୬ ପାଇଁ ସର୍ବଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶିଶୁ ମାନଙ୍କ ପାଇଁ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ମହାସମାରୋହରେ ଆୟୋଜିତ ହୋଇଯାଇଛି । ଆୟୋଜିତ ସମାରୋହରେ ୧୫ଜଣ!-->…
Read More...
Read More...