Daily Archives

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନିଆରା ଭାବେ ନିଜ ଜନ୍ମଦିନ ପାଳନ କଲେ ସମାଜ ସେବୀ । ନିଜ ସନ୍ତାନଙ୍କ ଠାରୁ ବିତାଡିତ ହୋଇ ଜରା ନିବାସରେ ଜୀବନ ଅତିବାହିତ କରୁଥିବା ଅନ୍ତେବାସୀଙ୍କ ସହ ପାଳିଲେ ଜନ୍ମଦିନ । ନିଜ ଜନ୍ମ ଦିନକୁ ଏପରି ନିଆରା ଭାବରେ ପାଳନ କରିଛନ୍ତି ବାଲିଗୁଡା ସହରର
Read More...

ଜଙ୍ଗଲୀ ଜନ୍ତୁଙ୍କ ଆକ୍ରମଣରେ ଗୋଟିଏ ବାଛୁରୀ ଛୁଆ ମୃତ : ଗୋଟିଏ ଆହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁ ବନାଞ୍ଚଳ କାର୍ଯ୍ୟାଳୟ ଠାରୁ ପ୍ରାୟ ଦେଢ଼ କିମି ଦୂର ବଡ଼ଶଙ୍ଖ ନିକଟରେ ଗୋଟିଏ ବାଛୁରୀ ଛୁଆ ମରି ପଡ଼ିଥିବା ବେଳେ ଆଉ ଗୋଟିଏ ଆହତ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ
Read More...

ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା
Read More...

ରେଡ଼ିଏନ୍ସ୍ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବିଜେପୁର ତଥା ବରଗଡ ଜିଲ୍ଲାର ଏକ ସୁନାମ ଧନ୍ୟ ଶିକ୍ଷାନୁଷ୍ଠାନ ରେଡ଼ିଏନ୍ସ୍ ଇନଷ୍ଟିଚ୍ୟୁଟର ଏକାଦଶ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ "ୟୁଫୋରିଆ-୨୦୨୫" ସଭାପତି ତଥା ଚେୟାରମେନ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ
Read More...

ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ)

କଲାଇ-୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନଅଞ୍ଜା ଜିଲ୍ଲାରେ ୧୨୦୦ ମେଗାୱାଟ ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ; ୧୪,୧୦୫.୮୩ କୋଟି ଟଙ୍କା ନିବେଶ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ
Read More...