Daily Archives

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଓଡ଼ିଆ ପକ୍ଷ ପାଳନ ୨୦୨୬ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଶୁଭ ଉଦଘାଟନ କରିଥିଲେ । ଜିଲ୍ଲାପାଳ ଡ. ସାହୁ
Read More...

ମାୟାବର୍ହା ହାଇସ୍କୁଲରେ ବିଶ୍ଵ ସ୍ଵାସ୍ଥ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) :ସୁବର୍ଣ୍ଣପୁର ଜିଲ୍ଲା ଡୁ୍ଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ
Read More...

ଛତ୍ରପୁର ପାଣିଗ୍ରାହୀପେଣ୍ଠ ଦଣ୍ଡନାଚ ପ୍ରଥମ ଥର ପାଇଁ ପଦାର୍ପଣରେ ଭକ୍ତ ବିମୋହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ବୁଧବାର ବ୍ରହ୍ମପୁରରୁ ଆସିଥିବା ପାଣିଗ୍ରାହୀପେଣ୍ଠ ଦଣ୍ଡନାଚ ପ୍ରଥମ ଥର ପାଇଁ ପଦାର୍ପଣ କରି ଦଣ୍ଡନାଚ ବର୍ଣ୍ଣାଢ୍ୟ ଶୋଭାଯାତ୍ରା ଛତ୍ରପୁର ଦର୍ଶକଙ୍କୁ ବିମୋହିତ କରିଛି । ତେରଭୁକ୍ତାଙ୍କ ସହ ମା'
Read More...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନିଆରା ଭାବେ ନିଜ ଜନ୍ମଦିନ ପାଳନ କଲେ ସମାଜ ସେବୀ । ନିଜ ସନ୍ତାନଙ୍କ ଠାରୁ ବିତାଡିତ ହୋଇ ଜରା ନିବାସରେ ଜୀବନ ଅତିବାହିତ କରୁଥିବା ଅନ୍ତେବାସୀଙ୍କ ସହ ପାଳିଲେ ଜନ୍ମଦିନ । ନିଜ ଜନ୍ମ ଦିନକୁ ଏପରି ନିଆରା ଭାବରେ ପାଳନ କରିଛନ୍ତି ବାଲିଗୁଡା ସହରର
Read More...

ଜଙ୍ଗଲୀ ଜନ୍ତୁଙ୍କ ଆକ୍ରମଣରେ ଗୋଟିଏ ବାଛୁରୀ ଛୁଆ ମୃତ : ଗୋଟିଏ ଆହତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁ ବନାଞ୍ଚଳ କାର୍ଯ୍ୟାଳୟ ଠାରୁ ପ୍ରାୟ ଦେଢ଼ କିମି ଦୂର ବଡ଼ଶଙ୍ଖ ନିକଟରେ ଗୋଟିଏ ବାଛୁରୀ ଛୁଆ ମରି ପଡ଼ିଥିବା ବେଳେ ଆଉ ଗୋଟିଏ ଆହତ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ
Read More...

ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା
Read More...

ରେଡ଼ିଏନ୍ସ୍ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବିଜେପୁର ତଥା ବରଗଡ ଜିଲ୍ଲାର ଏକ ସୁନାମ ଧନ୍ୟ ଶିକ୍ଷାନୁଷ୍ଠାନ ରେଡ଼ିଏନ୍ସ୍ ଇନଷ୍ଟିଚ୍ୟୁଟର ଏକାଦଶ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ "ୟୁଫୋରିଆ-୨୦୨୫" ସଭାପତି ତଥା ଚେୟାରମେନ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ
Read More...

କଲାଇ-୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଅଞ୍ଜା ଜିଲ୍ଲାରେ ୧୨୦୦ ମେଗାୱାଟ ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ; ୧୪,୧୦୫.୮୩ କୋଟି ଟଙ୍କା ନିବେଶ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ଅରୁଣାଚଳ ପ୍ରଦେଶର ଅଞ୍ଜା ଜିଲ୍ଲାରେ
Read More...