Daily Archives

ବାଲିଗୁଡାରେ ଦଣ୍ଡ ଯାତ୍ରା ଯୋଗୁଁ ସମଗ୍ର ଅଞ୍ଚଳ ଭକ୍ତିମୟ ପରିବେଶ : ଢୋଲରେ ଦୁଲୁକୁଛି ଓ ଝୂଣାରେ ମହକୁଛି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡ ଯାତ୍ରା, ଏହି ପରିପ୍ରେକ୍ଷୀରେ ସମଗ୍ର ଅଞ୍ଚଳ ଉତ୍ସବ ମୁଖର ହେବା ସହ ଚତୁର୍ଦ୍ଦିଗ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି ।…
Read More...

ଟିଟିଲାଗଡ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟର ୫୮ ତମ ବାର୍ଷିକ ଉତ୍ସବ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ବଲାଙ୍ଗିର ଜିଲ୍ଲାର ସର୍ବପୁରାତନ ତଥା ଖ୍ୟାତିନାମା ଅର୍ଜନ କରିଥିବା ଟିଟିଲାଗଡ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟର ୫୮ତମ ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଅଶ୍ୱିନୀ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ…
Read More...

ନିଖିଳ ଓଡିଶା ଆଶାକର୍ମୀ ସଂଘ ବଲାଙ୍ଗିର ଜିଲ୍ଲାର କମିଟି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଏଆଇଟିୟୁସି ଜିଲ୍ଲା କାର୍ଯ୍ୟାଳୟ ଠାରେ ନିଖିଳ ଓଡିଶା ଆଶାକର୍ମୀ ସଂଘର ଜିଲ୍ଲା ସଭାପତି ତଥା ରାଜ୍ୟ ଉପ-ସଭାପତି ତୀର୍ଥ ପଧାନଙ୍କ ସଭାପତିତ୍ୱରେ ଜିଲ୍ଲା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଏଆଇଟିୟୁସି ରାଜ୍ୟ ସାଧାରଣ ସମ୍ପାଦକ ତଥା…
Read More...

ବନଦୁର୍ଗା ମହୋତ୍ସବର ଚତୁର୍ଥ ସନ୍ଧ୍ୟା

କଳା ସଂସ୍କୃତି ପରମ୍ପରାକୁ ଉଜ୍ଜୀବିତ କରିଛନ୍ତି ବିସ୍ଥାପିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଜୀବନ ରେଖା ଭାବରେ ପରିଚିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ । ଏହି ଡ୍ୟାମର ନିକଟ ପଡିଆରେ ବନଦୁର୍ଗା ମହୋତ୍ସବ କମିଟିର ଉଦ୍ୟମରେ ଦ୍ୱିତୀୟ ବର୍ଷ ବନଦୁର୍ଗା ମହୋତ୍ସବ…
Read More...

ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ଜନ୍ମ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାନ ସମାଜ ସଂକାରକ ଜ୍ୟୋତିରାଓ ଫୁଲେଙ୍କ ଜନ୍ମ ଜୟନ୍ତୀ ପଶ୍ଚିମ ଓଡିଶା ମହିଳା ସଂଗଠନ ତରଫରୁ ସ୍ଥାନୀୟ ଯାଦବ ଭବନ ଠାରେ ଆଜି ପାଳିତ ହୋଇଯାଇଛି । ସଂଗଠନର ସଭାନେତ୍ରୀ ସବିତା ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ଜୟନ୍ତୀ ସମାରୋହରେ ମୁଖ୍ୟ…
Read More...

ବ୍ରାହ୍ମଣୀଜୋର କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କର୍ମଶାଳା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ବ୍ରାହ୍ମଣୀଜୋର କ୍ଲଷ୍ଟରର ଶିକ୍ଷଣ ସାମଗ୍ରୀ କର୍ମଶାଳା ସ୍ଥାନୀୟ ଫପସୀ ଏନୟୁପିଏସ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ସିଆରସିସି ମଣ୍ଟୁ ସାମଲଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ମାଝୀ ଉଦ୍‌ଘାଟନ କରିଥିଲେ…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା ଓ ଅମୃତପିଢ଼ି ସାରସ୍ୱତ ସମାରୋହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଶନିବାର ଦିନ ଏକ ଦ୍ୱିବିଧ ସାରସ୍ୱତ ଓ ସାମାଜିକ କାର୍ଯ୍ୟକ୍ରମ ଆନନ୍ଦ ଉଲ୍ଲାସର ସହ ସମ୍ପନ୍ନ ହୋଇଯାଇଛି । ଦିବସର ପ୍ରଥମ ଅଧିବେଶନରେ "ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ" ଅନୁଷ୍ଠିତ…
Read More...

ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଆ ପକ୍ଷ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାରା ରାଜ୍ୟରେ ଚାଲିଥିବା ଓଡ଼ିଆ ପକ୍ଷ ପାଳନ ଅବସରରେ ଶନିବାର ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟର ଯୁବ ରେଡ୍‌କ୍ରସ୍‌, ଏନ୍‌ସିସି, ଜାତୀୟ ସେବା ଯୋଜନା ଏବଂ ଓଡ଼ିଆ…
Read More...

କ୍ରିକେଟ ପ୍ରତିଯୋଗିତା : ଗୁରୁନାନକ ପବ୍ଲିକ ସ୍କୁଲ ଏବଂ ସେଣ୍ଟ ଆରନୋଲଡସ୍ ସ୍କୁଲ ବିଜୟୀ

ସେଣ୍ଟ୍ ଆରନୋଲଡସ୍ ସ୍କୁଲର ସାଇ ଶୁଭମ୍ ପଟ୍ଟନାୟକ ଉନ୍ନତ ବୋଲିଂ ପାଇଁ ଶ୍ରେଷ୍ଠ ବିବେଚିତ ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରର ସେକ୍ଟର-୧୮ ସ୍ଥିତ ଜିମିଖାନା କ୍ରିକେଟ୍ ପଡ଼ିଆରେ ଚାଲିଥିବା ଏକାଦଶତମ ହରମୋହନ ପ୍ରହରାଜ ସ୍ମାରକୀ ଆନ୍ତଃବିଦ୍ୟାଳୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟରେ…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏପ୍ରିଲ ୨୧ ତାରିଖରେ ରାଉରକେଲା ଗସ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏପ୍ରିଲ ୨୧ରେ ରାଉରକେଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ରାଷ୍ଟ୍ରପତିଙ୍କ ଏଜେଣ୍ଡାରେ ରାଉରକେଲା ୱାନ୍ ପରିସରରେ ନବନିର୍ମିତ ଆଦିବାସୀ ସଂଗ୍ରହାଳୟ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି…
Read More...