ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲାପାଳଙ୍କ ଆବାସିକ ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଗୋଷ୍ଠୀଗତ ବିବାହ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଆର୍ଥିକ ସ୍ୱଚ୍ଛଳତା ନ ଥିବା ୩୦!-->…
Read More...
Read More...