Monthly Archives

April 2026

ରାଉରକେଲାରେ ପ୍ଲାନେଟରିୟମ୍ ଓ ବିଜ୍ଞାନ କେନ୍ଦ୍ର ଉଦଘାଟନ କଲେ ରାଷ୍ଟ୍ରପତି

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ମଧ୍ୟ ଉଦଘାଟିତ ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଉରକେଲାଠାରେ ଆୟୋଜିତ ସାର୍ବଜନୀନ କାର୍ଯ୍ୟକ୍ରମରେ ଏକ
Read More...

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଇଆଇଆଏମ୍‌ସି ଢେଙ୍କାନାଳରେ ଆବେଦନ ଆରମ୍ଭ

ଭୁବନେଶ୍ୱର, (ପିଆଇବି) : ଢ଼େଙ୍କାନାଳର ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଇଆଇଆଏମ୍‌ସି), ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା (ପିଜିଡି) ନିମନ୍ତେ ଆଡମିଶନ ପ୍ରକ୍ରିୟା ଆରମ୍ଭ ଘୋଷଣା କରିଛି ।ଏହି କାର୍ଯ୍ୟକ୍ରମ ଆକାଂକ୍ଷୀ ସାମ୍ବାଦିକମାନଙ୍କୁ ବୃତ୍ତିଗତ
Read More...

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

ନୂଆଦିଲ୍ଲୀ, (ପିଆଇବି) : ବର୍ତ୍ତମାନ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଥିବା ଭୌଗୋଳିକ-ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ ପୁନର୍ବାର ନିଶ୍ଚିତ କରିଛି ଯେ, ସାରା ଓଡ଼ିଶାରେ ଏଲପିଜି, ପେଟ୍ରୋଲ ଓ ଡିଜେଲର ଯୋଗାଣ ସ୍ୱାଭାବିକ ଓ ସ୍ଥିର ରହିଛି।
Read More...

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

ଶେଷ ମାଇଲ ସଂଯୋଗରେ କମ୍ୟୁନିଟି ରେଡିଓ ହେଉଛି ଚାବିକାଠି : ଏଡିଜି ଅଖିଳ କୁମାର ମିଶ୍ର ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଅଖିଳ କୁମାର ମିଶ୍ର ଆଜି ସହର ଉପକଣ୍ଠରେ ଥିବା ରଙ୍ଗ ବଜାରରେ ଅବସ୍ଥିତ ଏକ କମ୍ୟୁନିଟି
Read More...

ଏବିଏସ୍‌ଏସ୍‌ ପକ୍ଷରୁ ଥାଳ ଉଠା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଦେବ ଦମ୍ପତ୍ତିଙ୍କ ଶୁଭ ବିବାହ ଶୀତଳଷଷ୍ଠୀ ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଯେଉଁଥିରେ ଆଜି ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠା ନୀତି ସମ୍ପର୍ଣ୍ଣ ହୋଇଛି । ବଲାଙ୍ଗିର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ
Read More...

ସିଏମ୍‌ ଟ୍ରଫି-୨୦୨୬ ଫୁଟବଲ ଉଦ୍‌ଯାପିତ

ବାଳକ ବିଭାଗରେ ଟିଟିଲାଗଡ, ବାଳିକା ବିଭାଗରେ ସଇଁନ୍ତଲା ଚମ୍ପିୟାନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡ଼ିଶା କ୍ରୀଡ଼ା ମହାକୁମ୍ଭ ସିଏମ୍‌ ଟ୍ରଫି ଆନ୍ତଃ କ୍ଲବ ଓ ଆନ୍ତଃ ଜିଲ୍ଲା ଫୁଟବଲ୍‌ ଚାମ୍ପିୟନସିପ୍‌ ୨୦୨୬ ଦ୍ୱିତୀୟ ସଂସ୍କରଣ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଉଦ୍‌ଯାପିତ
Read More...

କର୍ମବୀର ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚୁଡାପାଲି ସ୍ଥିତ ବାନ୍ଧନଭାଡି ଗ୍ରାମରେ ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ଓ କର୍ମବୀର ସୋମନାଥ ମିଶ୍ର ସ୍ମୃତି ସମିତି ଆନୁକୂଲ୍ୟରେ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଉଦ୍‌ଯାପିତ ହୋଇଯାଇଛି । ଏ ଅବସରରେ
Read More...

ଅକ୍ଷୟ ତୃତୀୟା ଉପଲକ୍ଷେ ଭଜନ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୋଶଳ କଳା ମଣ୍ଡଳ ପଡିଆରେ ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସପ୍ତକ କଳା ପ୍ରକାଶିକା ବଲାଙ୍ଗିର ତରଫରୁ ଅଧ୍ୟକ୍ଷ ଶିବାନନ୍ଦ ତ୍ରିପାଠି (ଗାୟକ)ଙ୍କ ଅଧ୍ୟକ୍ଷତାରେ ଅକ୍ଷୟ ତୃତୀୟା ଉପଲକ୍ଷେ ଭଜନ ସମାରୋହ ଆୟୋଜିତ ହୋଇଯାଇଛି । ଏହି ସାଂସ୍କୃତିକ
Read More...

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ବଲାଙ୍ଗିର ଛାତ୍ର କଂଗ୍ରେସର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ ନେତୃତ୍ୱରେ ଆଜି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ କୁଳପତି କାର୍ଯ୍ୟାଳୟ ସମ୍ମୁଖରେ ଜୋରଦାର ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଦୁଇଟି ମୁଖ୍ୟ ଦାବିକୁ ନେଇ ଏହି ଆନ୍ଦୋଳନ ହୋଇଥିଲା । ପ୍ରଥମ ଦାବି
Read More...

ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ

ଟିଟିଲାଗଡ଼ (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ସାଧାରଣ ଲୋକଙ୍କ ସମ୍ମୁଖରେ ଧମକ ଦିଆଯାଇଥିବା ଘଟଣା ସମ୍ପର୍କରେ ପୁଲିସ ନିକଟରେ ଅଭିଯୋଗ ହୋଇଛି । ସାମ୍ବାଦିକ ସନ୍ତୋଷ କୁମାର କେଜ୍ରିୱାଲ ଟିଟିଲାଗଡ଼ ଥାନାରେ ଦେଇଥିବା ଅଭିଯୋଗରେ କହିଛନ୍ତି ଯେ, ଗତ ୩୦
Read More...