ବଲାଙ୍ଗିରରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଆୟୋଜିତ
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ଜିଲ୍ଲା ପ୍ରଶାସନ ଓ ମହିଳା ଓ ଶିଶୁ ବିକାଶ ବିଭାଗ, ବଲାଙ୍ଗିରଙ୍କ ଆନୁକୂଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ପରିସରରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଆୟୋଜିତ ହୋଇଥିଲା । ଏହି ପବିତ୍ର କାର୍ଯ୍ୟକ୍ରମରେ ୩୯ ଜଣ!-->…
Read More...
Read More...