Daily Archives

ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ୟ ସେବା କଳା କେନ୍ଦ୍ର ପକ୍ଷରୁ ନୃସିଂହ ଜନ୍ମୋତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଘଡଘଡାପଲ୍ଲୀ ଗ୍ରାମରେ ଅବସ୍ଥାପିତ ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡ଼ୁ ସତ୍ୟମ୍ ନୃତ୍ୟ ସେବା କଳା କେନ୍ଦ୍ର ପକ୍ଷରୁ ପ୍ରତିଷ୍ଠିତ ଲକ୍ଷ୍ମୀ ନୃସିଂହ ମନ୍ଦିର ପରିସରରେ ଶ୍ରୀ ନୃସିଂହ ଚତୃଦ୍ଦର୍ଶୀ ତଥା ନୃସିଂହ
Read More...

ଛତ୍ରପୁର ପି.ଏମ୍‌. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ କୃତ୍ତିତ୍ଵ ହାସଲ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅବସ୍ଥିତ ପି.ଏମ.ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଦଶମ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ କୃତ୍ତିତ୍ଵ ହାସଲରେ ଉତ୍ତମ ହୋଇଛି । ଦଶମ ପରୀକ୍ଷା ଫଳାଫଳରେ ତୃତୀୟ ଭାଷା ଧନ୍ଦାମୂଳକ ଶିକ୍ଷା କୃଷି
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ମାଟ୍ରିକ ପରୀକ୍ଷାରେ ଶତପ୍ରତିଶତ ସଫଳତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦଶମ ଶ୍ରେଣୀର ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିବା ବେଳେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଦଶମ ଶ୍ରେଣୀର ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ସବୁ ବର୍ଷ ପରି ଏହିବର୍ଷ ମଧ୍ୟ ସରସ୍ୱତୀ ଶିଶୁ
Read More...

ଛତ୍ରପୁର ଶିଶୁ ମନ୍ଦିରରେ ସଙ୍କୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁସାରେ ଛତ୍ରପୁର ସଂକୁଳର ଛଅଟି ବିଦ୍ୟାଳୟର (ରମ୍ଭା, ଗଞ୍ଜାମ, ନରେନ୍ଦ୍ରପୁର, ଗୋପାଳପୁର, ଭଞ୍ଜବିହାର ଓ ଛତ୍ରପୁର)
Read More...

ଭଞ୍ଜ କଳାମଣ୍ଡପ ଭୁବନେଶ୍ୱରେ ନାଟ୍ୟ ଧାରାର ନାଟକ “ନୂଆ ସକାଲ” ମଂଚସ୍ଥ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଓଡିଶା ନାଟ୍ୟ ସଂଘର ମିଳିତ ଆନୁକୂଲ୍ୟରେ ଭଞ୍ଜ କଳା ମଣ୍ଡପରେ ଅନୁଷ୍ଠିତ ନାଟ୍ୟ ଧାରା କାର୍ଯ୍ୟକ୍ରମର ପ୍ରଥମ ସନ୍ଧ୍ୟାରେ ଭବାନୀ ଶଙ୍କର କଳା ପରିଷଦ, ବଲାଙ୍ଗିର ମଂଚସ୍ଥ
Read More...

ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ୟ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ନୃତ୍ୟ ସଂଗୀତ ଅନୁଷ୍ଠାନ ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆନ୍ତର୍ଜାତିକ ନୃତ୍ୟ ଦିବସ ଅବସରରେ ଏକ ନୃତ୍ୟ ସନ୍ଧ୍ୟା ଆୟୋଜନ କରାଯାଇଥିଲା । ଆୟୋଜିତ ଏହି ନୃତ୍ୟ ସଂଗୀତର ଅପୂର୍ବ
Read More...

ସାମିଆପଲ୍ଲୀ ଗ୍ରାମର ବିଶିଷ୍ଟ ସମାଜସେବୀ ବିଶ୍ୱନାଥ ପ୍ରଧାନଙ୍କ ଦେହାନ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଭିକାରୀପଲ୍ଲୀ ପଞ୍ଚାୟତର ସାମିଆପଲ୍ଲୀ ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଗ୍ରାମମୁଖିଆ ବିଶ୍ୱନାଥ ପ୍ରଧାନଙ୍କ ୬୫ ବର୍ଷ ବୟସରେ ଇତି ମଧ୍ୟରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ଖବର ପାଇ ତାହାଙ୍କ ବାସଭବନରେ ବହୁ ଲୋକଙ୍କ ସମାଗମ
Read More...

ବ୍ରାହ୍ମଣ କେନ୍ଦୁଗୁଡାରେ ହନୁମାନ ବିଗ୍ରହ ପ୍ରତିଷ୍ଠା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଲମପୁର ବ୍ଲକ ଅନ୍ତର୍ଗତ ହାରାମାଲ ବ୍ରାହ୍ମଣ କେନ୍ଦୁଗୁଡା ଭବାନୀ ଶଙ୍କର ଶୈବ ପୀଠରେ ହନୁମାନ ବିଗ୍ରହ ପ୍ରତିଷ୍ଠା କରାଯାଇଛି । ଏହି ପ୍ରତିଷ୍ଠା କାର୍ଯ୍ୟରେ ଅଭିମନ୍ୟୁ ପାଢ଼ୀ ଏବଂ ତାଙ୍କ ସହଧର୍ମିଣୀ ସୁଜାତା ପାଢ଼ୀ କର୍ତ୍ତା କାର୍ଯ୍ୟ ସମ୍ପାଦନ
Read More...

ପେଷାଦାର ସାମ୍ବାଦିକ ସଂଘ ପକ୍ଷରୁ ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ହୋଟେଲ ଭାଗିରଥୀ ଇନ୍ ସମ୍ମିଳନୀ କକ୍ଷରେ ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶାନ୍ତନୁ କୁମାର ବେହେରାଙ୍କ
Read More...