ପୁଣି ହଷ୍ଟେଲ ଫି’ ଆଦାୟକୁ ନେଇ ତାତିଲା ଭଞ୍ଜବିହାର : ଛାତ୍ରଛାତ୍ରୀ ଆନ୍ଦୋଳନ ପାଇଁ ହେଉଛନ୍ତି ସଜବାଜ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଅଜବନୀତି । ବର୍ଷେ ତଳେ ଯାହା ଛାଡ କରିଥିଲେ, ଏବେ ତାହା ପୁଣି ଆଦୟ କରୁଛନ୍ତି । 'ହଷ୍ଟେଲ ଛାଡିବା ସମୟରେ କସନ ଟଙ୍କା ଆଦାୟକୁ ନେଇ ବିଭ୍ରାଟ ଦେଖାଦେଇଛି । ମୌଳିକ ସୁବିଧା ଯୋଗାଇଦେବା ପାଇଁ ମଧ୍ୟ ବିଭିନ୍ନ ସମୟରେ!-->…
Read More...
Read More...