Daily Archives

ମେଗା ଉଠା ଜଳସେଚନ ୯୬ଘଣ୍ଟା ଧରି ବନ୍ଦ

ଜୟପାଟଣା, (ଶେଷଦେବ ବେହେରା) : ଚଳିତ ରବି ଋତୁରେ ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ଚାଷୀଙ୍କ ପାଇଁ ଆଲୋଚନାର ପରିଧି ସୃଷ୍ଟି କରିଥିବା ବେଳେ ଏବେ ଚାରିଦିନ ଧରି ଜଳସେଚନ ବିନା ସୂଚନାର ବନ୍ଦଥିବା ଘଟଣା ଚାଷୀଙ୍କୁ ଆହୁରି ଆତଙ୍କିତ କରିସାରିଲାଣି । ଚଳିତ ବର୍ଷ ଇନ୍ଦ୍ରାବତୀ ମେଗା ଉଠା
Read More...

ପଶ୍ଚିମବଙ୍ଗରେ ବିଜେପିର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନଗର ବିଜେପି ପକ୍ଷରୁ ନଗର ମଣ୍ଡଳ ସଭାପତି ମନୋଜ କୁମାର ରଥଙ୍କ ନେତୃତ୍ୱରେ ବିଜୟ ଉତ୍ସବ ପାଳନ ଅନୁଷ୍ଠିତ ହୋଇଯାଇଛି । ଏ ନେଇ ସୋମବାର
Read More...

ଶିକାର କରିବାକୁ ଡାକି ନେଇ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ

ଦୁଇ ଦେଶୀ ବନ୍ଧୁକ ଜବତ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ଗୁଳି କରି ହତ୍ୟା କରାଯାଇଥିବା ଘଟଣାରେ ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ଓ ବେଲଘର ଥାନା ଅଧିକାରୀ
Read More...

ଯୁଗ୍ମ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର, ବଲାଙ୍ଗିରର ବୈଠକ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ
Read More...