Daily Archives

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ, ଜଣେ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଏକ ଅବୈଧ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି । ଗୁପ୍ତ ସୂଚନା ଆଧାରରେ ପୋଲିସ ଦଳ ତୁମୁଡିବନ୍ଧ ଥାନା ଲାବଣ୍ୟ ନଗର ଠାରେ ଅବୈଧ ଦେଶୀ ବନ୍ଧୁକ କାରଖାନାରେ ବନ୍ଧୁକ…
Read More...

ଯୋଗାଯୋଗର ଭାଷା ସରଳ ହେବା ଆବଶ୍ୟକ : ପିଆଇବି ଏଡିଜି

ଢେଙ୍କାନାଳ, (ପିଆଇବି) : ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋ ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଆଜି ଭାରତୀୟ ଜନ ସଂଚାର ସଂସ୍ଥାନ (ଆଇଆଇଏମସି) ଢେଙ୍କାନାଳରେ ଓଡିଶା ସୂଚନା ସେବାର ନବନିଯୁକ୍ତ ଉପଖଣ୍ଡସ୍ତରୀୟ ସୂଚନା ଓ…
Read More...

କୁରସୁଡ ଠାରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ବିଧାନସଭା ଅନ୍ତର୍ଗତ କୁରସୁଡ ମଣ୍ଡଳ ଠାରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ଭାରତୀୟ ଜନତା ପାର୍ଟି ଜିଲ୍ଲା ସମ୍ପାଦିକା ଶ୍ରୀମତୀ ଛନ୍ଦାରାଣୀ ନାୟକ ଏବଂ ସିନ୍ଧେକେଲା ମଣ୍ଡଳର ସଭାନେତ୍ରୀ ଶ୍ରୀମତୀ…
Read More...

ଓସିଏ ଦ୍ୱାରା ଆୟୋଜିତ ଅନ୍ତଃଜିଲ୍ଲା ମହିଳା କ୍ରିକେଟ୍‌ ଟି-୨୦ ଟୁର୍ଣ୍ଣାମେଣ୍ଟ

ଫାଇନାଲରେ ଭୁବନେଶ୍ୱରକୁ ହରାଇ ବଲାଙ୍ଗିର ଦଳ ଚାମ୍ପିୟନ୍‌ଗାନ୍ଧୀଷ୍ଟାଡ଼ିୟମ, ବଲାଙ୍ଗିର ଠାରେ ଖେଳାଳିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା କ୍ରିକେଟ୍‌ ଏସୋସିଏସନ୍‌ ଆନୁକୂଲ୍ୟରେ କଟକ ଓ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଥିବା ଅନ୍ତଃଜିଲ୍ଲା ମହିଳା ଟି-୨୦…
Read More...

କୁରସୁଡ ଠାରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ବିଧାନସଭା ଅନ୍ତର୍ଗତ କୁରସୁଡ ମଣ୍ଡଳ ଠାରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ଭାରତୀୟ ଜନତା ପାର୍ଟି ଜିଲ୍ଲା ସମ୍ପାଦିକା ଶ୍ରୀମତୀ ଛନ୍ଦା ରାଣୀ ନାୟକ ଏବଂ ସିନ୍ଧେକେଲା ମଣ୍ଡଳର ସଭାନେତ୍ରୀ ଶ୍ରୀମତୀ…
Read More...

ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଖରିଫ ବିପଣନ ବର୍ଷ ୨୦୨୫-୨୬ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗିର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ, ଜିଲ୍ଲାପରିଷଦ ବୈଠକ ଗୃହରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ଯୋଜନା ବୋର୍ଡ…
Read More...

ବୁଢ଼ୀପଦର ଗ୍ରାମରେ ୧୬ ପ୍ରହରୀ ନାମଯଜ୍ଞ ଉଦଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବୁଢ଼ୀପଦରରେ ଷୋହଳ ପ୍ରହରୀ ନାମଯଜ୍ଞ ସଙ୍କୀର୍ତ୍ତନ ଉଦଯାପିତ ହୋଇଯାଇଛି । ଏଥିରେ କର୍ତ୍ତା ଭାବେ ପ୍ରଶାନ୍ତ ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ରଶ୍ମିତା ପ୍ରଧାନ ଦାୟିତ୍ଵ ନିର୍ବାହ କରିଥିଲେ । ମୁଖ୍ୟ ପୂଜକ ରମେଶ ମିଶ୍ର ତଥା ବାବା ରଘୁନାଥ…
Read More...

ରକ୍ତ ଭଣ୍ଡାରରେ ସ୍ଥାୟୀ ଡାକ୍ତର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥାକୁ ନେଇ ଜିଲ୍ଲା ମୁଖ୍ୟ…

ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବିଭିନ୍ନ ସମସ୍ୟା ଓ ବରଗଡ଼ ରକ୍ତ ଭଣ୍ଡାରର ଅବ୍ୟବସ୍ଥାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ଦୁଇଟି ଦାବିପତ୍ର ପ୍ରଦାନ କରିଥିଲା ନିଷ୍ଠା ପରିବାର । ବରଗଡ଼ ରକ୍ତ…
Read More...

ଚୋରାଚାଲାଣ ହେଉଥିଲା ଗଞ୍ଜେଇ ଓ ରନ୍ଧା ମଦ, ମାଡି ବସିଲା ପୋଲିସ ୩ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଧୀନସ୍ଥ ସମ୍ବଲପୁର ସୀମାନ୍ତ ଜଙ୍ଗଲ ଗୁଜା ଗ୍ରାମରେ ଦେଶୀ ରନ୍ଧା ମହୁଲି ମଦ ଓ ଗଞ୍ଜେଇ ପରିବହନ ସମ୍ପର୍କରେ ସୋନପୁର ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଗତକାଲି ରାତି ପ୍ରାୟ ୨ଟା ବେଳେ ସୁବର୍ଣ୍ଣପୁର…
Read More...

ସୋନପୁର ଜିଲ୍ଲା ବିଜେପି ଏବଂ ନଗର ମଣ୍ଡଳ ପକ୍ଷରୁ ବିଜୟ ଉତ୍ସବ

ଝାଲ ମୁଢ଼ି ଓ ମିଠା ବାଣ୍ଟି ଉତ୍ସବ ମନାଇଲେ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ବିଜୁ ପଟ୍ଟନାୟକ ଛକ ଠାରେ ଜିଲ୍ଲା ବିଜେପି ଏବଂ ନଗର ମଣ୍ଡଳ ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ହୋଇଥିବା ବିଧାନସଭା…
Read More...