ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟସ୍ଥ ସମ୍ମିଳନୀ କକ୍ଷରେ ରାଜସ୍ୱ ସଂସ୍କାର ସମ୍ପର୍କିତ ବୈଠକ ଅନଷ୍ଠିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟସ୍ଥ ସମ୍ମିଳନୀ କକ୍ଷରେ ଗତ ୫ ତାରିଖରେ ଆୟୁକ୍ତ ସଂଗ୍ରାମ କେଶରୀ ମହାପାତ୍ର, ଭା.ପ୍ର.ସେ ଙ୍କ ଅଧ୍ୟକ୍ଷତାରେ ରାଜସ୍ୱ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ଅନଷ୍ଠିତ ହୋଇଛି । ପ୍ରଶାସନିକ ଏବଂ!-->…
Read More...
Read More...