ପ୍ରୟାସ ତରଫରୁ ନାଟ୍ୟାଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ ନାଟକର ଦିଗ ଓ ଦିଗବଳୟ ସମ୍ପର୍କରେ ଆଲୋଚନା ଚକ୍ର
ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରୟାସ ରାଉରକେଲା ଓ ଓଡ଼ିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ଵରର ମିଳିତ ସହଯୋଗରେ "ନାଟ୍ୟାଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ ନାଟକର ଦିଗ ଓ ଦିଗବଳୟ" ଶୀର୍ଷକରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ମୁଖ୍ୟଅତିଥି ଭାବେ ପ୍ରଫେସର!-->…
Read More...
Read More...