Monthly Archives

May 2026

କନ୍ଧମାଳର ନୂଆ ଆରକ୍ଷୀ ଅଧିକ୍ଷକ ହେଲେ ରମେନ୍ଦ୍ର ପ୍ରସାଦ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇପିଏସ ସ୍ତରରେଏକ ବଡ଼ ଧରଣର ଅଦଳ ବଦଳ କରାଯାଇଛି । ରାଜ୍ୟରେ ୧୮ ଜଣ ଆଇପିଏସ ଓ ଓପିଏସ ମାନଙ୍କୁ ବିଭିନ୍ନ ଭିଭାଗରେ ନିଯୁକ୍ତି ଦିଆଯାଇଛି । ସେହିପରି କନ୍ଧମାଳ ଜିଲ୍ଲା ରେ ନୂଆ ଆରକ୍ଷୀ ଅଧିକ୍ଷକ ରୂପେ
Read More...

ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ

ପିଇବା ପାଣି, ବିଜୁଳି କାଟରେ ଡହଳ ବିକଳ ବଲାଙ୍ଗିରବାସୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ୨୦୧୪ରୁ ୨୦୨୩ ପର୍ଯ୍ୟନ୍ତ ବଲାଙ୍ଗିରବାସୀଙ୍କ ପାଇଁ ପିଇବା ପାଣି ଓ ଲୋ ଭୋଲଟେଜ୍ ଓ ବିଦ୍ୟୁତ କାଟ ସମସ୍ୟାକୁ ପ୍ରାୟତଃ ସମାଧାନ କରାଯାଇଥିଲା । ସମସ୍ତ ଟ୍ରାନ୍ସଫର୍ମରକୁ ଅପଗ୍ରେଡେସନ କରାଯାଇଥିଲା
Read More...

ମୁରିବାହାଲ ବ୍ଲକରେ ଜନ ଭାଗିଦାରୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ୧୦ଟି ପଞ୍ଚାୟତ ଅଧୀନ ୧୩ଟି ଗ୍ରାମରେ ଗତ ୧୯ ତାରିଖ ରୁ ୨୩ ତାରିଖ ପର୍ଯ୍ୟନ୍ତ “ଜନ ଭାଗିଦାରୀ ଅଭିଯାନ” କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଯାଇଛି । ଏହି ଅଭିଯାନ ଅନ୍ତର୍ଗତ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର,
Read More...

ଚାଲିଥିଲା ସେକ୍ସ ରାକେଟ ମାଡ଼ି ବସିଲା ପୁଲିସ୍; ୫ ଦେହଜୀବୀଙ୍କ ସହ ୧୨ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତକାଲି ବିଳମ୍ବିତ ରାତ୍ରୀରେ ସୋନପୁର ସହରରେ ଥିବା ଗ୍ରୀନ ପାର୍କ ହୋଟେଲରେ ଚାଲିଥିବା ସେକ୍ସ ରାକେଟ୍‌ର ପର୍ଦ୍ଦାଫାଶ କରିଛି ସୋନପୁର ପୋଲିସ । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସ୍‌ପି ନାରାୟଣ ନାୟକ । ଗତକାଲି ବିଳମ୍ବିତ
Read More...

ଅନ୍ୟ ଜାତିରେ ବିବାହ କରିଥିବାରୁ ମୃତ୍ୟୁ ବେଳକୁ କେହି କାନ୍ଧ ଦେଲେନି : ଶବ ସତ୍କାର କଲେ ସମାଜସେବୀ

ପାଟଣାଗଡ଼ : ମଣିଷ ଚନ୍ଦ୍ର ପୃଷ୍ଠକୁ ଯାଇ ସେଠାରେ ବସତି ସ୍ଥାପନ ପାଇଁ ଯୋଜନା କରୁଥିବାବେଳେ ଆଧୁନିକ ଯୁଗରେ ମଧ୍ୟ କୁ-ସଂସ୍କାର, ଅନ୍ଧ ବିଶ୍ୱାସ, ଜାତି ପ୍ରଥା ଜୀବିତ ଅଛି । କୁ-ସଂସ୍କାର, ଅନ୍ଧ ବିଶ୍ୱାସ, ଜାତିପ୍ରଥା ଆଗରେ ଉଚ୍ଚ ଶିକ୍ଷା, ଶିକ୍ଷିତ ସମାଜ ଆଜି ବି ମୁଣ୍ଡ ନୁଆଁଇଛି । ଅନ୍ୟ
Read More...

ଦିବ୍ୟ ଜୀବନ ସଂଘରେ ବିଭୁକୃପା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟ ଜୀବନ ସଂଘ, ଇସ୍ପାତ ନଗରୀ ଶାଖା ତରଫରୁ ବିଭୁକୃପା ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ସଂଘର ଅର୍ଦ୍ଧେନ୍ଦୁ ଶେଖର ଷଡଙ୍ଗୀଙ୍କ ଅଧ୍ୟକ୍ଷତା ଓ ରାମକୃଷ୍ଣ ତ୍ରିପାଠୀଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡ଼ଃ. କୃଷ୍ଣ କେଶବ
Read More...

ଶ୍ରାଦ୍ଧ ପାଳନ ବେଳେ ଦୁଃଖଦ ଘଟଣା : ଖାଦ୍ୟ ବିଷାକ୍ତ ଯୋଗୁଁ ସନ୍ଦେହଜନକ ଭାବରେ ୪ ଜଣଙ୍କ ମୃତ୍ୟୁ ଏବଂ ୧୭ ଜଣ ଅସୁସ୍ଥ

ରାଉରକେଲା/ସୁନ୍ଦରଗଡ, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଏକ ଶ୍ରାଦ୍ଧ ଭୋଜି ପରେ ସନ୍ଦେହଜନକ ଖାଦ୍ୟ ବିଷାକ୍ତ ଯୋଗୁଁ ଏକ ଦୁଃଖଦ ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହିତ ଅତି କମରେ ୧୭ ଜଣ ଗୁରୁତର ଅସୁସ୍ଥ ହୋଇ ଡାକ୍ତରଖାନାରେ
Read More...

ପଣା ବଣ୍ଟନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଅନ୍ୟତମ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ତରଫରୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପଥଚାରୀ ପାଇଁ ସେକ୍ଟର ସାତ ସତର ଛକ ଠାରେ ଶୀତଳ ସୁସ୍ୱାଦୁ ପଣା ବଣ୍ଟନ କରାଯାଇଥିଲା । ଟ୍ରଷ୍ଟର ଟ୍ରଷ୍ଟି ଇଂ ଆଲୋକ ରଞ୍ଜନ
Read More...

ବିଦ୍ୟୁତ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଚିର୍କା ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ ସଂସ୍ପର୍ଶରେ ଆସି ଅକାଳ ମୃତ୍ୟୁ ଘଟିଛି । ମୃତକ ହେଲେ ଶାନ୍ତନୁ ଓରଫ ରବିନ ପୁଝାରୀ (୨୮) । ପ୍ରାପ୍ତ ସୂଚନା ଅନୁସାରେ, ଶାନ୍ତନୁ ଜୟପାଟଣାର ଷ୍ଟେଟବ୍ୟାଙ୍କ ରାସ୍ତା ପାଖ
Read More...

ଜାତୀୟ ରାଜପଥରେ ଦୁଇ କାର ଓ ପେଟ୍ରୋଲ ଟ୍ୟାଙ୍କର ମଧ୍ୟରେ ଧକ୍କା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ହୁମା ଫାଣ୍ଡି ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ - ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜସଷ୍ଟିଙ୍ଗ ନିକଟରେ ଗୋଟାଏ କାର୍ ଅନ୍ୟ ଏକ କାର୍‌କୁ ପଛରୁ ଧକ୍କା ଦେଇ ଡିଭାଇଡର ଅତିକ୍ରମ କରି ଅନ୍ୟ ପାର୍ଶ୍ଵ ରୋଡ଼କୁ ଯାଇ ବିପରୀତ ଦିଗରୁ ଆସୁଥିବା ଏକ
Read More...