ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍ଘାଟିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ବ୍ୟବସାୟିକ କେନ୍ଦ୍ର ଭାବେ ପରିଚିତ ବାଲିଗୁଡା ସହରରେ ଡିସିବି ବ୍ୟାଙ୍କର ଏକ ନୂତନ ଶାଖା ମଙ୍ଗଳବାର ଅପରାହ୍ନରେ ଉଦ୍ଘାଟିତ ହୋଇଯାଇଛି । ସହରର ମହାଲକ୍ଷ୍ମୀ ଏଚ୍ପି ପେଟ୍ରୋଲ ପମ୍ପ ନିକଟରେ ଏହି ନୂତନ ଶାଖା ଆରମ୍ଭ ହୋଇଥିବା!-->…
Read More...
Read More...