ଏସ୍ଆଇଆର୍ ଅଭିଯାନରେ ସଫଳ ୭ ବିଏଲଓଙ୍କୁ ପ୍ରଶଂସାପତ୍ର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଅଭିଯାନରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରିଥିବା ୭ ଜଣ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ)ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ଏସ୍ଆଇଆର୍!-->…
Read More...
Read More...