Daily Archives

ବଲାଙ୍ଗିର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନଃରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ – ଜିଲ୍ଲାପାଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ବଲାଙ୍ଗିର ସହରର ବେହେରାପାଲି ବନ୍ଧ, କରଙ୍ଗାକଟା ବନ୍ଧ ଏବଂ ନରସିଂ ବନ୍ଧରେ ଚାଲିଥିବା ପୁନଃରୁଦ୍ଧାର କାର୍ଯ୍ୟସ୍ଥଳ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ତଦାରଖ କରିଥିଲେ । ଏହି ଅବସରରେ ପୌରାଧ୍ୟକ୍ଷା ଶ୍ରୀମତୀ
Read More...

ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟରେ ପଞ୍ଜୀକରଣ କେନ୍ଦ୍ରରେ କର୍ମଚାରୀ ନିୟୋଜିତ କରିବାକୁ ଦାବି

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରର ମଧ୍ୟ ଭାଗରେ ଥିବା ଉପଖଣ୍ଡ ଚିକିତ୍ସାଳୟକୁ ପିପଲପଦର ସ୍ଥିତ ନୂତନ ବିଲ୍ଡିଙ୍ଗକୁ ଏହି ମାସ ୮ ତାରିଖରେ ସ୍ଥାନାନ୍ତର କରାଯାଇଛି । ପୁରୁଣା ଡାକ୍ତରଖାନା ଅପେକ୍ଷା ବହୁତ ସୁନ୍ଦର ତଥା ବଢିଆ ପରିବେଶରେ କୋଡ଼ିଏ କୋଟି ଟଙ୍କା ବ୍ୟୟରେ ୨୦୨୪
Read More...

କନକ ଦୁର୍ଗା ମନ୍ଦିରରେ ଶୀତଳଷଷ୍ଠୀ ଓ ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ମା' କନକ ଦୁର୍ଗା ମନ୍ଦିର ପରିଚାଳନା କମିଟି ତରଫରୁ ଶୀତଳଷଷ୍ଠୀ ଓ ଶିବପାର୍ବତୀଙ୍କ ବିବାହ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟିର ସଭାପତି ଭାରତୀକୃଷ୍ଣ ମିଶ୍ରଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ନାରାୟଣ
Read More...

ବିଧାୟକ ବାଣ୍ଟିଲେ ଅନ୍ନପୂର୍ଣ୍ଣା କାର୍ଡ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ନେହେରୁପାଲୀ ଠାରେ ଶିବ ପରିବାର ସ୍ୱୟଂ ସହାୟକ ଗୋଷ୍ଠୀର ପିଡିଏସ ଦୋକାନରେ ରାଜ୍ୟ ସରକାରଙ୍କର ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀମାନଙ୍କୁ ନୂତନ କାର୍ଡ ବଣ୍ଟନ କରାଯାଇଥିଲା । ରଘୁନାଥପାଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ
Read More...

ପାଇକମାଲରେ ଜନସମ୍ପର୍କ ସମ୍ବାଦ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏକ ଜନସମ୍ପର୍କ ସମ୍ବାଦ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ବିଡିଓ ପ୍ରଫୁଲ୍ଲ
Read More...

ଖପ୍ରାଖୋଲ ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଖପ୍ରାଖୋଲ ବିଡିଓ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

କୋଇଲା-ରୁ-ଆମୋନିୟମ୍ ନାଇଟ୍ରେଟ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶକ୍ତି ସୁରକ୍ଷା, ବୈଷୟିକ ଆତ୍ମନିର୍ଭରଶୀଳତା ଏବଂ ଘରୋଇ କୋଇଲା ସମ୍ବଳର ସ୍ଥାୟୀ ଉପଯୋଗ ହାସଲ କରିବାରେ ଭାରତର ଲକ୍ଷ୍ୟ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ୨୦ ଜୁନ୍
Read More...

ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

୪୭,୬୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ହେଲା ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନବିକାଶର ଲାଭ ପ୍ରତ୍ୟେକ ଗାଁ, ପ୍ରତ୍ୟେକ ପରିବାର ଏବଂ ପ୍ରତ୍ୟେକ ନାଗରିକଙ୍କ ପାଖରେ ପହଞ୍ଚିଲେ ଏହା ସାର୍ଥକ ହୋଇପାରିବ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ
Read More...

ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ…

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜୀଙ୍କୁ ମୁଁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି, ତାଙ୍କ ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି : ପ୍ରଧାନମନ୍ତ୍ରୀପାହାଡପୁର ଗ୍ରାମ ଏବେ ଏକ ସୌର ଗ୍ରାମ ଭାବରେ ଦ୍ରୁତ ଗତିରେ ବିକଶିତ ହେବ, ଅର୍ଥାତ୍ ଏଠାରେ ପ୍ରତ୍ୟେକ ଘରେ ସୌର
Read More...