Daily Archives

ରାଉରକେଲାରେ ଆନ୍ତଃରାଜ୍ୟ ଅବୈଧ ଜୁଆ ରାକେଟର ସହ-ଅଭିଯୁକ୍ତ ଗିରଫ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା-ଝାଡ଼ଖଣ୍ଡ ଆନ୍ତଃରାଜ୍ୟ ସୀମାରେ କାର୍ଯ୍ୟ କରୁଥିବା ଏବଂ ବାଜିରେ ଅଧିକ ଲାଭର ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଠକୁଥିବା ଅଭିଯୋଗରେ ରାଉରକେଲା ପୋଲିସ ପକ୍ଷରୁ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଏହି ମାମଲାଟି ପ୍ରାରମ୍ଭିକ ଭାବରେ ୨୦୨୬ ଜୁନ୍
Read More...

ରେଳ ଷ୍ଟେସନ୍ ନିକଟରେ ଯୁବକକୁ ଲୁହାରଡରେ ଆକ୍ରମଣ : ଗୁରୁତର ଆହତଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ରାଉରକେଲା, (ସସ୍ମିତା ପ୍ରଧାନ) : ବୁଧବାର ଦିନ ରାଉରକେଲା ରେଳ ଷ୍ଟେସନ ନିକଟରେ ଯୁବକଙ୍କୁ ଲୁହା ରଡ୍‌ରେ ଆକ୍ରମଣ ଘଟଣାରେ, ଆହତଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ରାଉରକେଲା ରେଳ ଷ୍ଟେସନ ନିକଟରେ ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଚାଞ୍ଚଲ୍ୟକର
Read More...

ସିଭିଲ୍ ଟାଉନସିପ୍‌ରେ ଡ୍ରେନ୍ ଉପରେ ଥିବା ଅବୈଧ ନିର୍ମାଣକୁ ଭାଙ୍ଗି ଦିଆଗଲା

ରାଉରକେଲାରେ ଜବରଦଖଲ ଉଚ୍ଛେଦ ଅଭିଯାନକୁ ଜୋରଦାର କରାଯିବ : କମିଶନର ରାଉରକେଲା, (ସସ୍ମିତା ପ୍ରଧାନ) : ବର୍ଷା ଋତୁ ପୂର୍ବରୁ ସହରକୁ ଜବରଦଖଲ ମୁକ୍ତ କରିବା ଏବଂ ସହରାଞ୍ଚଳ ଭିତ୍ତିଭୂମିକୁ ଉନ୍ନତ କରିବା ପ୍ରୟାସର ଏକ ଅଂଶ ଭାବରେ ରାଉରକେଲା ପ୍ରଶାସନ ପକ୍ଷରୁ ବେଆଇନ ଜବରଦଖଲ ବିରୁଦ୍ଧରେ
Read More...

ରାସ୍ତାର ଫୁଟପାଥରେ ଚାଲିବା ଲୋକଙ୍କ ମୌଳିକ ଅଧିକାର : ସୁପ୍ରିମକୋର୍ଟ

ରାଉରକେଲା, (ସସ୍ମିତା ପ୍ରଧାନ) : ସହର ରାସ୍ତାର ଫୁଟପାଥରେ ଚାଲିବା ଲୋକଙ୍କ ମୌଳିକ ଅଧିକାର ବୋଲି କହିଛନ୍ତି ଦେଶର ସର୍ବୋଚ୍ଚ ନ୍ୟାୟାଳୟର ଦୁଇ ଜଣିଆ ଖଣ୍ଡପୀଠ । ଲୋକଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ପ୍ରଶାସନର ଦାୟିତ୍ୱ । ରାସ୍ତାରେ ଗାଡି ଚାଳନା ସରକାରଙ୍କ ପରିବହନ ବିଭାଗ ଦ୍ଵାରା
Read More...

ଆନ୍ତର୍ଜାତୀୟ ମାଦକ ଦ୍ରବ୍ୟର ଦୁରୁପଯୋଗ ଓ ଅବୈଧ ଚୋରା ଚାଲାଣ ବିରୋଧୀ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : “ନିଶା ମୁକ୍ତ ଭାରତ ଅଭିଯାନ – ବିକଶିତ ଭାରତର ପରିଚୟ” ଥିମ୍‌କୁ ଆଧାର କରି ପାନପୋଷ ଉପଖଣ୍ଡରେ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ଦୁର୍ବ୍ୟବହାର ଓ ଅବୈଧ ଚୋରା ଚାଲାଣ ବିରୋଧୀ ଦିବସ–୨୦୨୬ ଉତ୍ସାହପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅତିରିକ୍ତ
Read More...

ରାଉରକେଲା ଶ୍ରମିକ ସଂଘ ପ୍ରତିନିଧିମଣ୍ଡଳୀଙ୍କ ସେଲ୍ ଅଧ୍ୟକ୍ଷଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଶ୍ରମିକ ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ବେହେରାଙ୍କ ନେତୃତ୍ୱରେ ସଂଘର ଏକ ପ୍ରତିନିଧିମଣ୍ଡଳୀ ସେଲ୍ ଅଧ୍ୟକ୍ଷ ଅଶୋକ କୁମାର ପଣ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ସ୍ୱାଗତ ଜଣାଇଥିଲେ । ଏହି ଅବସରରେ ସଂଘର ସାଧାରଣ ସମ୍ପାଦକ ଶ୍ରୀ
Read More...

ବଜ୍ରାଘାତରେ ଜଳିଗଲା ଅସହାୟ ମହିଳାଙ୍କ ଘର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଜ୍ରାଘାତ ଯୋଗୁଁ ଜଳିଗଲା ଅସହାୟ ମହିଳାଙ୍କ ଘର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଠେଲକୋମୁଣ୍ଡା ଗ୍ରାମରେ । ଆଜି ଅପରାହ୍ଣ ସମୟରେ ବଜ୍ରାଘାତ ସହ ଘଡଘଡି ହୋଇଥିଲା । ବଜ୍ରାଘାତ ହେବା ଯୋଗୁଁ ଗ୍ରାମର ରଶ୍ମିତା
Read More...

ଭବ୍ୟ ମନ୍ଦିର ପ୍ରତିଷ୍ଠାର ଅନ୍ତିମ ଦିନରେ ସାଂସଦଙ୍କ ଉପସ୍ଥିତି

ମୁନିଗୁଡ଼ା, (ରମାକାନ୍ତ ପଡ଼ାଲ୍) : ଦୀର୍ଘ ପାଞ୍ଚଦିନ ଧରି ଅମ୍ବାଦଳା ଗ୍ରାମ ଦଧିବାମନ ମନ୍ଦିରର ଭବ୍ୟ ପ୍ରତିଷ୍ଠା ମହୋତ୍ସବର ଅନ୍ତିମ ଦିବସରେ ମନ୍ଦିର ପ୍ରାଙ୍ଗଣରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଗ୍ରାମର ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ ଘରେ ଚୁଲି ନିରବ ରହିଥିଲା,
Read More...

ଶବକୁ ମିଳିଲାନି କାନ୍ଧ, ସାଇକେଲରେ ଆଈଙ୍କ ଶବ ବୋହିଲେ ନାତି : ପ୍ରଶାସନିକ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ବରଗଡ, (ମୁନ୍ନା ସାହୁ) : ପାଇକମାଲ ବ୍ଲକର କଣ୍ଟାପଡ଼ା ଗାଁରୁ ଆସିଛି ଏକ ମାନବିକତାକୁ ଦୋହଲାଇଦେବା ଭଳି ଘଟଣା । ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ଶବବାହୀ ଗାଡ଼ି ନ ମିଳିବାରୁ ପରିବାର ଲୋକ ଚରମ ଅସହାୟତାର ସମ୍ମୁଖୀନ ହୋଇଥିଲେ । ଶେଷରେ ପରିସ୍ଥିତି ଏପରି ହୋଇଥିଲା ଯେ, ମୃତଦେହକୁ ସାଇକେଲରେ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କୃଷି କ୍ଷେତ୍ରରେ ଜୈବିକ ପଦ୍ଧତିର ପ୍ରସାର ଏବଂ ପରିବେଶ ଅନୁକୂଳ ଚାଷ ପ୍ରଣାଳୀକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଛତ୍ରପୁରସ୍ଥିତ ଜିଲ୍ଲା ପରିଷଦର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି
Read More...