ବିବାହିତା ମହିଳାଙ୍କୁ ମରଣାନ୍ତକ ଆକ୍ରମଣ : ଥାନାରେ ଅଭିଯୋଗ
କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଚୁଲିଫୁଙ୍କା ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଗାଁର ଅଞ୍ଜନା ଦାସ ନାମକ ଜଣେ ବିବାହିତା ମହିଳାଙ୍କୁ ସେହି ଗାଁର ଜଣେ ଯୁବକ ମରଣାନ୍ତକ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।!-->…
Read More...
Read More...