Monthly Archives

June 2026

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ ଚାରି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁଯାୟୀ, ପାଟଣାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ତାଙ୍କ
Read More...

ଆଦିବାସୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ : ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ବଙ୍ଗୋମୁଣ୍ଡା ଥାନାରେ ଅଭିଯୋଗ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଆଦିବାସୀ ସମାଜ ସମ୍ପର୍କରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଦେଇଥିବା କଥିତ ବିବାଦୀୟ ମନ୍ତବ୍ୟକୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହାର ପ୍ରତିବାଦରେ ଆଦିବାସୀ ସଂଘ, ବଙ୍ଗୋମୁଣ୍ଡା ପକ୍ଷରୁ ବଙ୍ଗୋମୁଣ୍ଡା ଥାନାରେ ବିଧାୟକଙ୍କ ନାମରେ ଏକ
Read More...

ସମାଜସେବୀ ଗୋଲକ ବିହାରୀ ପଟେଲଙ୍କ ପରଲୋକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ଗ୍ରାମର ବିଶିଷ୍ଠ ସମାଜସେବୀ ଗୋଲକ ବିହାରୀ ପଟେଲଙ୍କ ଶନିବାର ରାତିରେ ଦେହାନ୍ତ ହୋଇଯାଇଛି । ସେ କିଛିଦିନ ହେଲା ବାର୍ଦ୍ଧକ୍ୟ ଜନିତ ଅସୁସ୍ଥ କାରଣରୁ ଶଯ୍ୟାଶାୟୀ ଥିଲେ । ତାଙ୍କୁ ମୃତ୍ୟୁବେଳକୁ ୮୧ ବର୍ଷ ବୟସ ହୋଇଥିଲା ।
Read More...

ଗଞ୍ଜାମ ଜିଲ୍ଲା ରେଡ୍ଡୀ ମହାଜନ ସଂଘର ସାଧାରଣ ସମ୍ପାଦକ ଆର୍. ଶ୍ରୀନିବାସ ରେଡ୍ଡୀଙ୍କ ପରଲୋକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ କୁଳ ସଦସ୍ୟ ତଥା ଗଞ୍ଜାମ ଜିଲ୍ଲା ରେଡ୍ଡୀ ମହାଜନ ସଂଘର ସାଧାରଣ ସମ୍ପାଦକ ଆର୍. ଶ୍ରୀନିବାସ ରେଡ୍ଡୀ (୬୪)ଙ୍କ ଗତକାଲି ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି । ରେଡ୍ଡୀକୁଳ ସମାଜର ସେବାରେ ବ୍ରତୀ
Read More...

ମୁଖ୍ୟମନ୍ତ୍ରୀଙ୍କୁ ସୁପାରିଶ ପାଇଁ ଓସନେଲାର ଦାବିପତ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ବର୍ତ୍ତମାନ ସାରା ରାଜ୍ୟରେ ଅନୁଦାନ ସମ୍ପର୍କରେ ଅଭିଯାନ କାର୍ଯ୍ୟକ୍ରମ କରୁଅଛି । ଏହି ଅବସରରେ ଆଜି ସଂଘର ବଲାଙ୍ଗିର ଶାଖା ତରଫରୁ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ଅଧ୍ୟାପକ ଓ
Read More...

ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମେଳନ ଆସନ୍ତା ୨୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମେଳନ ଆସନ୍ତା ୨୬ରେ ହେବ ବୋଲି ସୂଚନା ମିଳିଛି । ରାଉରକେଲା ଶାଖା ପ୍ରତିବର୍ଷ ଭଳି, ଏ ବର୍ଷ ମଧ୍ୟ ଏହାର ୫୨ତମ ବାର୍ଷିକ ଉତ୍ସବ ଆସନ୍ତା ୨୬/୦୬/୨୦୨୬ରେ ପାଳନ କରିବାକୁ ଯାଉଛି । ସମଗ୍ର ଓଡ଼ିଶାରେ, ନିଖିଳ ଭାରତ ବଙ୍ଗ
Read More...

ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦ ତରଫରୁ ରଜଉତ୍ସବ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠ, ଗଡ଼ମୋଟରୀ, ପରିସରରେ ପୂର୍ବାହ୍ନ ୮ଟା ସମୟରେ ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦ ତରଫରୁ ରଜ ମହୋତ୍ସବ -୨୦୨୬ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ କୁମାର ଧାଉଡିଆ
Read More...

ବଙ୍ଗୋମୁଣ୍ଡା ଠାରେ ବଲାଙ୍ଗିର ଲେଖକ ପରିଷଦର ଉପଖଣ୍ଡସ୍ତରୀୟ ବୈଠକ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ଠାରେ ଆଜି ଚଉଷଠି ଯୋଗୀନି ସାହିତ୍ୟ କଳା ପରିଷଦର ସଭାପତି ଡ. ନାରାୟଣ ମିଶ୍ରଙ୍କର ସଭାପତିତ୍ୱରେ ଉପଖଣ୍ଡସ୍ତରୀୟ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

କ୍ଷମା ପ୍ରାର୍ଥନା କଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଏକ ଘରୋଇ ଟିଭି ଚ୍ୟାନେଲ ଓଟିଭିର ଖୋଲା କଥା ସାକ୍ଷାତକାର କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଭାଗ ନେଇଥିଲେ । ଏହି ଅଞ୍ଚଳର ଆଦିବାସୀ ଭାଇ ଓ ଭଉଣୀମାନଙ୍କ ସମସ୍ୟା ବାବଦରେ ଆଲୋଚନା ହୋଇଥିଲା । ସେହି ସମୟରେ ବିଧାୟକଙ୍କ କଣ୍ଠର ସ୍ୱର ଦବି
Read More...

ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟିର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସର୍କିଟ ହାଉସ୍‌ ଠାରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଡାକିଥିଲେ । ଏହି ସମ୍ମିଳନୀରେ ନାଗରିକ କମିଟିର ଏକ ପ୍ରତିନିଧି ଦଳ ଯୋଗଦାନ କରି ମନ୍ତ୍ରୀଙ୍କୁ ଏକ ଦାବୀପତ୍ର ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
Read More...