Daily Archives

୫୩ କେଜି ଗଞ୍ଜେଇ ଜବତ, ପିକଅପ୍ ଗାଡ଼ି ଜବତ : ଅଭିଯୁକ୍ତ ଫେରାର

ପାଟଣାଗଡ଼ (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପୋଲିସ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଏକ ବଡ଼ ସଫଳତା ହାସଲ କରିଛି । ଚଢ଼ାଉ ସମୟରେ ପ୍ରାୟ ୫୩ କିଲୋଗ୍ରାମ ଗଞ୍ଜେଇ ସହ ଏକ ପିକଅପ୍ ଭ୍ୟାନ୍‌କୁ ଜବତ କରାଯାଇଛି । ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ବଲାଙ୍ଗିର ଏସ୍‌ପିଙ୍କ
Read More...

ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ବାଧାପ୍ରାପ୍ତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଜୁଲାଇ ୧ ତାରିଖ ରାଷ୍ଟ୍ରୀୟ ଡାକ୍ତର ଦିବସରୁ ଓମସା ପକ୍ଷରୁ ୧୦ ଦଫା ଦାବିରେ ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ ହୋଇଛି । ରାଜ୍ୟ ଡାକ୍ତର ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବାଲିଗୁଡ଼ା ଉପଖଣ୍ଡ
Read More...

ଭି.ବି.ଜି ରାମ ଜି ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ‘ଭି.ବି.ଜି ରାମ ଜି ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବଲାଙ୍ଗିର ଡିଏଫଓ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଗୌରବ ଶିବାଜୀ
Read More...

ଭାବବିହ୍ଵଳ ପରିବେଶରେ ଲଙ୍ଗଳକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ମେହେରଙ୍କୁ ଅବସରକାଳୀନ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲଙ୍ଗଳକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ମେହେରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ପ୍ରଧାନ ଶିକ୍ଷକ ସୁଦାମ ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ବ୍ଲକ
Read More...

ବଲାଙ୍ଗିରରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ : ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ବଲାଙ୍ଗିର : ବଲାଙ୍ଗିରରେ ସରକାରୀ ଡାକ୍ତରଙ୍କ ଅନିର୍ଦ୍ଦିଷ୍ଟ କାଳୀନ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି । ଏହାର ପ୍ରଭାବରେ ସରକାରୀ ସ୍ୱାସ୍ଥ୍ୟସେବା ବ୍ୟାହତ ହୋଇଥିବାବେଳେ ଅନେକ ରୋଗୀ ଚିକିତ୍ସା ପାଇଁ ହଇରାଣ ହେଉଛନ୍ତି । ବର୍ତ୍ତମାନ ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ ସେବା
Read More...

ପାଇକମାଳ ବନାଞ୍ଚଳ ଦ୍ଵାରା ଅନୁଷ୍ଠିତ ବନ ମହୋତ୍ସବରେ ବୃକ୍ଷରୋପଣ କଲେ ସ୍କୁଲ ଛାତ୍ରଛାତ୍ରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କେଛୋଦାଦର ଗ୍ରାମ ପଞ୍ଚାୟତର ଝେନେଙ୍ଗାଡିହି ହାଇସ୍କୁଲ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଆଜି ବନମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ କରାଯାଇଛି । ଫ୍ରେଜରପୁର ଗ୍ରାମ୍ୟ ଜଙ୍ଗଲ କ୍ଷେତ୍ର ପରିସରରେ ଅନୁଷ୍ଠିତ ବନ
Read More...

ପ୍ରଧାନଶିକ୍ଷକ ଡୋଳାଚନ୍ଦ୍ର ବେହେରାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଚୁଲିଫୁଙ୍କା କ୍ଲଷ୍ଟର ସାହାଜୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡୋଳାଚନ୍ଦ୍ର ବେହେରାଙ୍କ ଅବସର ଗ୍ରହଣ ଅବସରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବଙ୍ଗୋମୁଣ୍ଡା
Read More...

ସଦାଇପାଲି ବିଧାୟକ ପାଣ୍ଠିରୁ ରାସ୍ତା ନିର୍ମାଣରେ ଚଞ୍ଚକତା ଘଟଣା

ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଦାଇପାଲି - ପାଟଣାଗଡ ବାଇପାସ ରାସ୍ତାରୁ ନରସିଂହ ନଗର ପର୍ଯ୍ୟନ୍ତ
Read More...

ନୂଆପଡ଼ା ଜିଲ୍ଲା କୋର୍ଟ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା କୋର୍ଟ ସମ୍ମୁଖରେ ଆଜି ସକାଳେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି । ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁଯାୟୀ, ଆଜି
Read More...

ଘରେ କେହି ନ ଥିବା ଦେଖି ସୁନା ରୂପା ଗହଣା ସହ ୨ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ସୁନାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ଆଲଜିନ୍ ଗୁଡ଼ା ଛକ, ଶିବ ମନ୍ଦିର ସାହିରେ ଏକ ବଡ଼ ଧରଣର ଚୋରି ଘଟଣା ଘଟିଛି । ଘରେ କେହି ନଥିବା ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ ପଶି ସୁନା ଗହଣା, ନଗଦ ଟଙ୍କା ସହ ଅନ୍ୟାନ୍ୟ
Read More...