ପ୍ରବଳ ବର୍ଷା ଆଶଙ୍କା, ଆଜି ନୂଆପଡ଼ା ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି ଘୋଷଣା
ନୂଆପଡ଼ା, (ସନ୍ତୋଷ କୁମାର ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରେ ପ୍ରକୃତିର ତାଣ୍ଡବ ଆଶଙ୍କା । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯିବା ସହ ନୂଆପଡ଼ାକୁ 'ରେଡ୍ ଜୋନ୍' ଭାବେ ଘୋଷଣା କରାଯାଇଛି । ଏହାକୁ ଦୃଷ୍ଟିରେ ରଖି!-->…
Read More...
Read More...