ନୃସିଂହନାଥ ରଥରୁ ୪ କି. ମି. ପାଇକମାଲକୁ ଆସିଲେ ତିନି ଠାକୁର
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିରରେ ଗୁରୁବାର ପବିତ୍ର ରଥଯାତ୍ରା ଅବସରରେ ଭକ୍ତ ମାନଙ୍କର ପ୍ରବଳ ଭିଡ ହୋଇଥିଲା । ତିନି ଠାକୁର ମାନଙ୍କୁ ବ୍ରାହ୍ମଣ ସମାଜର କର୍ମକର୍ତ୍ତାମାନେ ନୂତନ ବସ୍ତ୍ର ପିନ୍ଧାଇ ବେଶ ଭୁଷା କରି ଫୁଲ ଚନ୍ଦନ ତୁଳସୀ ମାଳା!-->…
Read More...
Read More...