Daily Archives

୧୬୬ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ବଣ୍ଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ତୁରେକେଲା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ନୂତନ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ଜରାସିଂହା ପବ୍ଲିକ ସ୍କୁଲର ନୂତନ କୋଠା ଉଦଘାଟନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ଜରାସିଂହା ପବ୍ଲିକ ସ୍କୁଲର ନୂତନ କୋଠା ଶୁକ୍ରବାର ଦିନ ଉଦଘାଟିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ ଦ୍ଵାରା ଏହି ବିଦ୍ୟାଳୟ କୋଠା ଉଦଘାଟନ ଅବସରରେ ବିଦ୍ୟାଳୟ ପରିସର ମଧ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...