Daily Archives

ମହାପ୍ରଭୁ ବରାହ ଅବତାରରେ ଦେଲେ ଦର୍ଶନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି । ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ
Read More...

ଓଡ଼ିଶାର ନୂଆ ଉପକୂଳ ରାଜପଥ : ଆଧ୍ୟାତ୍ମିକ ଯାତ୍ରା ଏବଂ ଉପକୂଳ ପର୍ଯ୍ୟଟନର ମାର୍ଗ

ନୂଆଦିଲ୍ଲୀ, (ପିଆଇବି) : ବଡ଼ ପରିବର୍ତ୍ତନ ଅପେକ୍ଷାରେ ଓଡ଼ିଶାର ଉପକୂଳବର୍ତ୍ତୀ କ୍ଷେତ୍ର । ନିର୍ମାଣ ହେବାକୁ ଯାଉଛି ରାମେଶ୍ୱର-ପାରାଦୀପ ଉପକୂଳ ରାଜପଥ । ୧୬୦.୧୮ କିମି ଲମ୍ବା ଏହି ରାଜପଥ ରାଜ୍ୟର ଉପକୂଳ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମିକୁ ନୂଆ ରୂପ ଦେବ । ସଡ଼କ ପରିବହନ ଏବଂ ରାଜପଥ
Read More...

ବରିଷ୍ଠ ନାଗରିକ ସଂଘର ନୂତନ ଗୃହ ପ୍ରବେଶ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦକ୍ଷିଣ କାଳୀ ମନ୍ଦିର ନିକଟରେ ବରିଷ୍ଠ ନାଗରିକ ସଂଘର ନୂତନ ଗୃହ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବାଲିଗୁଡା ଉପ ଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ ଯୋଗ ଦେଇ ମହାପ୍ରଭୁ
Read More...

ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ଆକ୍ୱାପ୍ରେନର୍ କନକ୍ଲେଭ୍ ୨୦୨୬ ଉଦଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରଙ୍ଗେଇଲୁଣ୍ଡା ଠାରେ ଅବସ୍ଥିତ ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ଓ ଜାତୀୟ ମତ୍ସ୍ୟ ଉନ୍ନୟନ ପରିଷଦ ଦ୍ୱାରା ଆୟୋଜିତ ଆକ୍ୱାପ୍ରେନର୍ କନକ୍ଲେଭ୍ ୨୦୨୬ ଉଦଯାପିତ ହୋଇଯାଇଛି । ଏଠାରେ ସୂଚନା ଯୋଗ୍ୟ ଯେ, ଜୁଲାଇ ୧୮ ତାରିଖରେ ଆରମ୍ଭ ହୋଇଥିବା ଏହି ବିଶାଳ
Read More...