Daily Archives

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ାଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ାଯାତ୍ରା ଅବସରରେ ସମଗ୍ର ବଲାଙ୍ଗିର ସହର ଏକ ଅପୂର୍ବ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶରେ କମ୍ପିଉଠିଥିଲା । ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଅନୁପମ ମିଳନର ଏହି ପର୍ବକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ଜିଲ୍ଲା
Read More...

ସନ୍ଥ ଯୋଗୀରାଜଜୀଙ୍କର ଦେହାନ୍ତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ସନ୍ଥ ଯୋଗୀରାଜ ଜୀଙ୍କର ବଲାଙ୍ଗିର ଠାରେ ଶୁକ୍ରବାର ଦେହାନ୍ତ ହୋଇଯିବା ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୁଦୂର ପଞ୍ଜାବ ରାଜ୍ୟରୁ ଆସି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସେବା ଓ
Read More...

ଜଲିଆ ପିପଲପଡ଼ାରେ ବିଦ୍ୟୁତ୍ ବିଚ୍ଛିନ୍ନ : ଟ୍ରାନ୍ସଫର୍ମର ଲଗାଇବାକୁ ଆପ୍‌ ପକ୍ଷରୁ ଦାବି

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଆପ୍‌ ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ଜଲିଆ ଗାଁର ପିପଲପଡାରେ ୧୦ଦିନ ହେଲା ଅନ୍ଧାରରେ ଥିବା ସମସ୍ୟାକୁ ନେଇ ବଲାଙ୍ଗିର ଏସ୍‌ଇଙ୍କୁ ସାକ୍ଷାତ କରିଥିବା ଜଣାପଡ଼ିଛି । ଦେଓଗାଁ ବ୍ଲକ ଉଡ଼ାର ପଞ୍ଚାୟତ
Read More...

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ : ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ, (ପିଆଇବି) : ପୁରୀ ରଥଯାତ୍ରା ଏବଂ ଅନ୍ୟାନ୍ୟ ପ୍ରମୁଖ ପର୍ବପର୍ବାଣି ସମୟରେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ପରିଚାଳନା, ବର୍ତ୍ତମାନର ଟ୍ରେନ୍ରେ ଅତିରିକ୍ତ କୋଚ୍ ସଂଯୋଜନ ଏବଂ ସେବାର ସମ୍ପ୍ରସାରଣ କରାଯାଉଛି। ବର୍ତ୍ତମାନ ପୁରୀକୁ ୧୧୬ଟି
Read More...

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

ଯୁଦ୍ଧ ସମୟରେ ସାମରିକ କାର୍ଯ୍ୟାନୁଷ୍ଠାନ ଭଳି ରଣନୀତିକ ଯୋଗାଯୋଗ ଏବଂ ସଠିକ୍ ସୂଚନା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ : ଏଡିଜି ଅଖିଳ ମିଶ୍ର ଭୁବନେଶ୍ୱର, (ପିଆଇବି) : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ଆଞ୍ଚଳିକ କାର୍ଯ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ଆଜି
Read More...

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶାର ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲା ଦେଇ ଯାଇଥିବା ୧୫୦ କିଲୋମିଟର ଦୀର୍ଘ ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରାଯାଇଛି।ଏହି ପ୍ରକଳ୍ପଟି ୨୦୦୩-୦୪ ରେଳ ବଜେଟରେ ୭୨୭
Read More...

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

୨୦୨୮-୨୯ ସୁଦ୍ଧା ୧,୨୬୪ କୋଟି ଟଙ୍କାର ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି କର୍ଣ୍ଣାଟକ ଏବଂ ଆନ୍ଧ୍ରପ୍ରଦେଶରେ ବଲ୍ଲାରୀ - ଗୁଣ୍ଟାକାଲ ସେକ୍ସନର ତୃତୀୟ ଏବଂ
Read More...

କେମିକାଲ ପାର୍କ ପ୍ରତିଷ୍ଠା ଲାଗି ‘‘ଭାରତ ଔଦ୍ୟୋଗିକ ବିକାଶ ଯୋଜନା (ଭବ୍ୟ) ରସାୟନ’’କୁ କ୍ୟାବିନେଟ୍ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଦେଶରେ ତିନୋଟି ସ୍ୱତନ୍ତ୍ର କେମିକାଲ ବା ରାସାୟନିକ ପାର୍କ ପ୍ରତିଷ୍ଠା ପାଇଁ ‘‘ଭାରତ ଔଦ୍ୟୋଗିକ ବିକାଶ ଯୋଜନା - ରସାୟନ ବା ଭବ୍ୟ ରସାୟନ’’ ଯୋଜନାକୁ ଅନୁମୋଦନ କରିଛି । ୨୦୨୬-୨୭
Read More...