Monthly Archives

July 2026

ବିଧବା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଧୋକା, ଗର୍ଭବତୀ ହେବା ପରେ ଯୁବକ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅନ୍ତର୍ଗତ କେଛୋଦାଦର ଗ୍ରାମରେ ଜଣେ ବିଧବା ମହିଳାଙ୍କ ସହ ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ସମ୍ପର୍କ ସ୍ଥାପନ କରିବା ଏବଂ ମହିଳା ଗର୍ଭବତୀ ହେବା ପରେ ଦାୟିତ୍ୱ ନେବାକୁ ଅସ୍ୱୀକାର କରିବା ଅଭିଯୋଗରେ
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ପରିବେଶ ଓ ସ୍ୱଚ୍ଛତା ପ୍ରତି ପ୍ରତିବଦ୍ଧତା ରଖିଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍‌ ତଥା ବିଦ୍ୟୁତ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଟିଟିଲାଗଡ଼ରେ ମନ କି ବାତ କାର୍ଯ୍ୟକ୍ରମ : ସାମିଲ ହେଲେ ରାଜ୍ୟ ସଭାପତି ମନମୋହନ ସାମଲ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ରେ ମନ କି ବାତ କାର୍ଯ୍ୟକ୍ରମରେ ସାମିଲ ହେଲେ ରାଜ୍ୟ ସଭାପତି ମନମୋହନ ସାମଲ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମକୁ ଦେଶବାସୀଙ୍କ ସହ ଶୁଣିଥିଲେ ରାଜ୍ୟ ବିଜେପି ସଭାପତି ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
Read More...

ଧର୍ମ ପରାୟଣା ମହିଳାଙ୍କ ପରଲୋକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଗ୍ରାମର ଧର୍ମପରାୟଣା ମହିଳା ବିଳାସ ମଞ୍ଜରୀ ପଣ୍ଡା ୭୬ ବର୍ଷ ବୟସରେ ଶନିବାର ରାତ୍ରିରେ ଶରୀର ତ୍ୟାଗ କରିଛନ୍ତି । ସେ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ଅସୁସ୍ଥ ଥିଲେ । ସେ କାଳୀକୃଷ୍ଣ ସଂଘର ମୁଖ୍ୟ ସଙ୍ଘ ସଭାପତି
Read More...

ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଦାଶଙ୍କ ପିତୃ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଦାଶଙ୍କ ପିତା ବଂଶୀଧର ଦାଶଙ୍କ ୮୨ ବର୍ଷ ବୟସରେ ସ୍ଥାନୀୟ ଆପୋଲୋ ହସ୍ପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ବିୟୋଗ ଘଟିଛି । ସ୍ୱର୍ଗତ ଦାଶ ବାର୍ଦ୍ଧକ୍ୟ ଜନିତ ରୋଗରେ କିଛିଦିନ ହେବ ପୀଡ଼ିତ ଥାଇ ଆପୋଲୋ ହସ୍ପିଟାଲରେ
Read More...

ଆପୋଲୋ ହସ୍ପିଟାଲ ଓ ଉମିଦ୍ ଟ୍ରଷ୍ଟର ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଆପୋଲୋ ହସ୍ପିଟାଲ ଓ ସେକ୍ଟର ୧୫ ସ୍ଥିତ ଉମିଦ୍ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଜୁମା ମସଜିଦ ନିକଟରେ ଅନୁଷ୍ଠିତ ହୋଇଯାଇଛି । ଉମିଦ୍ ଟ୍ରଷ୍ଟର ସଭାପତି ଏସ୍‌ କେ ଇସ୍ତାହାର ମହମ୍ମଦ, ସାଧାରଣ ସମ୍ପାଦକ ଜାଭେଦ ଅଖତର ଓ
Read More...

କେଶବ ନଗର ଶାଖାର ବ୍ୟକ୍ତି ନିର୍ମାଣରେ ଗୁରୁଙ୍କ ଭୂମିକା ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ କେଶବ ନଗର ଶାଖା ଓ ସେକ୍ଟର ୬ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଗୁରୁପୂର୍ଣ୍ଣିମା ଉପଲକ୍ଷେ ବ୍ୟକ୍ତି ନିର୍ମାଣରେ ଗୁରୁଙ୍କ ଭୂମିକା ସମ୍ପର୍କରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ
Read More...

ମୁଁ କାହିଁକି ବୈଜ୍ଞାନିକ ହେବି କର୍ମଶାଳା ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମୁଁ କାହିଁକି ବୈଜ୍ଞାନିକ ହେବି, ଏହି ସମ୍ପର୍କରେ ଏକ କର୍ମଶାଳା ଏସ୍‌ଏସ୍‌ଆର୍‌ଭିଏମ୍ ପରିଚାଳିତ ସେକ୍ଟର ୨୦ ସ୍ଥିତ ଇସ୍ପାତ ଇଂଲିଶ ମାଧ୍ୟମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଡ. ଖୁସବୁ ଜ୍ୟୋତିଙ୍କ ଆବାହକତ୍ୱରେ ଆୟୋଜିତ
Read More...

ଟିଟିଲାଗଡର ପୁରୁଣା ହସ୍ପିଟାଲକୁ ଅର୍ବାନ ପିଏଚସି ମାନ୍ୟତା ଦେବା ପାଇଁ ବରିଷ୍ଠ ନାଗରିକ ସଂଘ ତରଫରୁ ଦାବିପତ୍ର ପ୍ରଦାନ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ରବିବାର ଦିନ ଓଡ଼ିଶାର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଟିଟିଲାଗଡ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ କି ବାତ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଥିବା ବେଳେ ବରିଷ୍ଠ ନାଗରିକ
Read More...

ବରଗଡ଼ ଜିଲ୍ଲାରେ ସାର ସଙ୍କଟ : ଚିନ୍ତାରେ ଚାଷୀ

ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ କୃତ୍ରିମ ସାରର ସଙ୍କଟ ଏବଂ କଳାବଜାରୀ ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି । ଏଭଳି ଅଭିଯୋଗ ପାଇବା ପରେ କୃଷି ବିଭାଗ ଆକ୍ସନ ମୋଡରେ ବାହାରିଛି । କୃଷି ବିଭାଗର ଏକ ଏନଫୋର୍ସମେଣ୍ଟ ଟିମ୍‌
Read More...