Monthly Archives

July 2026

ପରିବାର ନିୟୋଜନ ବନ୍ଧ୍ୟାକରଣରେ ସାନଖେମୁଣ୍ଡି ବ୍ଲକ୍ ପ୍ରଥମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସୂଚକାଙ୍କରେ ଆହୁରି ଉନ୍ନତି ଆଣିବା ସହ ଜନସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ପ୍ରଜନନ, ମାତୃ, ନବଜାତ, ଶିଶୁ, କିଶୋର ସ୍ୱାସ୍ଥ୍ୟ ଓ ପୋଷଣ କାର୍ଯ୍ୟକ୍ରମର ଫଳପ୍ରଦ କାର୍ଯ୍ୟଶନ୍ୱୟନ
Read More...

ଦୁର୍ଘଟଣା ମାମଲାରେ ଦୋଷୀଙ୍କୁ ୬ ମାସ କାରାଦଣ୍ଡ, ୫ ହଜାର ଟଙ୍କା ଜରିମାନା

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲାର କେସିଙ୍ଗା ସହରରେ ଘଟିଥିବା ଏକ ସଡ଼କ ଦୁର୍ଘଟଣା ଜନିତ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ କୋର୍ଟ ଛଅ ମାସ ସଶ୍ରମ କାରାଦଣ୍ଡ ସହ ପାଞ୍ଚ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି । ସୂଚନା ଅନୁସାରେ, କେସିଙ୍ଗା
Read More...

ନୃସିଂହନାଥ ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ସହ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଏସ୍‌ଏସ୍‌ଡି ହାଇସ୍କୁଲ ପରିସରରେ ବୁଧବାର ନୂତନ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଷଷ୍ଠ ଶ୍ରେଣୀର ୮୮ ଜଣ ଛାତ୍ରଛାତ୍ରୀଙ୍କୁ ଫୁଲ ଚନ୍ଦନ ଦେଇ
Read More...

କନ୍ଧମାଳରୁ ରାଇପୁର ଚାଲାଣ ବେଳେ ୧୨ କେଜି ଗଞ୍ଜେଇ ଜବତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ପୋଲିସ ନିଶା କାରବାର ବିରୋଧରେ ପୁଣି ଏକ ସଫଳ ଅଭିଯାନ ଚଳାଇ ୧୨ କେଜି ଗଞ୍ଜେଇ ଜବତ କରିଛି । ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ନାବାଳକଙ୍କୁ ଆଇନ ଅନୁଯାୟୀ ଅଟକ ରଖାଯାଇଛି । ମଙ୍ଗଳବାର ଜୟହିନ୍ଦ ପବ୍ଲିକ
Read More...

ଦୋକାନ ସ୍ଥାୟିତ୍ୱ ନେଇ କୃତଜ୍ଞତା ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ଟାଉନସିପ୍ ମଧ୍ୟରେ ଇସ୍ପାତ ମାର୍କେଟର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି । ଏହି ମାର୍କେଟରେ ପ୍ରାୟ ୬୦୦ରୁ ଅଧିକ ଦୋକାନୀ ଭାଇ ସ୍ଥାୟୀ ଭାବେ ନିଜ ଜୀବିକା ନିର୍ବାହ କରୁଥିବା ବେଳେ କିଛି ଉଠା ଦୋକାନୀଙ୍କୁ ସ୍ଥାୟୀ କରାଯାଇଥିଲା । ତେବେ ସେଥିମଧ୍ୟରୁ
Read More...

ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଯୁକ୍ତ ଦୁଇ ବିଭାଗର ଭାରପ୍ରାପ୍ତ ଅଧିକାରୀ ପ୍ରଫେସର ପ୍ରଭାତ କୁମାର ମହାପାତ୍ରଙ୍କ ସଭାପତିତ୍ୱ ତଥା ମହାବିଦ୍ୟାଳୟ କର୍ମଚାରୀ ସଂଘ ତରଫରୁ ନବନିଯୁକ୍ତ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କୁ ଏକ ଭବ୍ୟ
Read More...

ଭିଜିଲାନ୍ସ ଜାଲରେ ଓଏଭି ପ୍ରିନ୍ସପାଲ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସୀତାକାନ୍ତ ରଣା ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡିଶା ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଛନ୍ତି । ସୂଚନାନୁଯାୟୀ, ଅଧ୍ୟକ୍ଷ ରଣା ଥୁଆମୂଳ ରାମପୁର ଓଡିଶା ଆଦର୍ଶ
Read More...

ନିଟସନ ମଡେଲିଙ୍ଗ ଏକାଡେମୀର ଉଦଘାଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ସ୍ଥିତ ବିଏଲ ବ୍ଲକ୍ ଠାରେ ନିଟସନ ମଡେଲିଙ୍ଗ ଏକାଡେମୀର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏକାଡେମୀର ମୁଖ୍ୟ ନିତାଞ୍ଜଳୀ ପରିଡା ଓ ସୋନୁ ମୁଖାର୍ଜୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରଘୁନାଥପାଲୀ ବିଧାୟକ ଦୁର୍ଗାଚରଣ
Read More...

ରାଉରକେଲା ଯାଦବ ଉନ୍ନୟନ ସମିତି ତରଫରୁ ପ୍ରସାଦ ବିତରଣ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆମ୍ବାଗାନ ନିକଟସ୍ଥ ଶ୍ରୀ ରାଧାକୃଷ୍ଣ ମନ୍ଦିର ଠାରେ ରାଉରକେଲା ଯାଦବ ଉନ୍ନୟନ ସମିତି ତରଫରୁ ପ୍ରସାଦ ବିତରଣ କାର୍ଯ୍ୟକ୍ରମ ଚାଲୁରହିଛି । ଶ୍ରୀଗୁଣ୍ଡିଚା ମନ୍ଦିରକୁ ଦର୍ଶନ କରିବାକୁ ଆସୁଥିବା
Read More...

ଆସନ୍ତା ୨ରେ ଆଇନ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରାଥମିକ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ଏହାର ସୁବର୍ଣ୍ଣ ଜୟନ୍ତୀ ଚଳିତ ବର୍ଷ ନଭେମ୍ବର ମାସ ୨୧ ଓ ୨୨ ତାରିଖରେ ପାଳନ କରିବାକୁ ଯାଉଛି । ଏଥିପାଇଁ ଏକ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ଅଗଷ୍ଟ ୨ ତାରିଖ ରବିବାର ଦିନ ପୂର୍ବାହ୍ନ ସାଢେ଼ ୯ ଟାରେ ମହାବିଦ୍ୟାଳୟ
Read More...