Monthly Archives

July 2026

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ଶିଶୁ ବାଟିବା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଅଞ୍ଚଳ ମହା ବିଦ୍ୟାଳୟର ଅଧ୍ୟାପିକା
Read More...

ମଦ ଦୋକାନ ବନ୍ଦ ଦାବିରେ ତାତିଲେ ମହିଳା, ରାସ୍ତାରୋକରେ ଅଚଳ ହେଲା ଯାତାୟାତ

ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲାର ୱାର୍ଡ ନମ୍ବର–୧ ଅନ୍ତର୍ଗତ ଜିରାନଦୀ ବିହାର ଅଞ୍ଚଳରେ ଖୋଲାଯାଇଥିବା ଏକ ମଦ ଦୋକାନକୁ ବିରୋଧ କରି ସ୍ଥାନୀୟ ମହିଳାମାନେ ତୀବ୍ର ଆନ୍ଦୋଳନ କରିଛନ୍ତି । ମଦ ଦୋକାନକୁ ତୁରନ୍ତ ବନ୍ଦ କରିବା ଦାବିରେ ସେମାନେ ବରଗଡ଼–ଭଟଲି ମୁଖ୍ୟ ସଡ଼କରେ ରାସ୍ତାରୋକ
Read More...

ଦେଶୀ ଓ ରନ୍ଧା ମଦ ଜବତ, ତିନି ଗିରଫ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଅବକାରୀ ଫ୍ଲାଇଙ୍ଗ ସ୍କ୍ୱାର୍ଡ ଓ ଲୋଇସିଂହା ଅବକାରୀ ପୋଲିସ ମିଳିତ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦେଶୀ ଭାଟିମଦ ଓ ରନ୍ଧାମଦ ଜବତ କରିବା ସହିତ ତିନିଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସ୍ଥାନୀୟ ଅବକାରୀ ଥାନା ସୂତ୍ରରୁ
Read More...

ସ୍କାଏରୁଟ୍ ଏରୋସ୍ପେସକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଘରୋଇ ଭାବେ ବିକଶିତ ପ୍ରଥମ ମହାକାଶ ଯାନ ବିକ୍ରମ-୧ର ଉତକ୍ଷେପଣ ଦେଖିବା ପାଇଁ ନାଗରିକମାନଙ୍କୁ ନିମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଘରୋଇ ଭାବରେ ବିକଶିତ ଭାରତର ପ୍ରଥମ ମହାକାଶ ପ୍ରକ୍ଷେପଣ ଯାନ ବିକ୍ରମ-୧ର ପୃଥିବୀ
Read More...

ଟିଟିଲାଗଡ ଓମ୍‌ ଭ୍ୟାଲି ସ୍କୁଲରେ ଇନଭେଷ୍ଟିଚର୍ ସମାରୋହ ୨୦୨୬–୨୭ ଆୟୋଜିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରର ଗୋଟିଏ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ଓମ୍‌ ଭ୍ୟାଲି ସ୍କୁଲ ପରିଚିତ । ତେବେ ଏହି ଶିକ୍ଷାନୁଷ୍ଠାନରେ ଶିକ୍ଷାକୁ ଗୁରୁତ୍ୱ ଦେବା ସହ ଯୁବ ନେତୃତ୍ୱଙ୍କୁ ଦାୟିତ୍ୱ ପ୍ରଦାନ କରିବା ସହ ସେମାନଙ୍କୁ ନେତୃତ୍ୱ, ସତ୍ୟନିଷ୍ଠା, ସେବା ଏବଂ
Read More...

ଲୋଇସିଂହା ଏନ୍‌ଏସି ଅଧ୍ୟକ୍ଷ ପଦ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧାରଣ ତଥା ୱାର୍ଡ ସଂରକ୍ଷଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବାର ୫ ମାସ ପରେ ଅଧ୍ୟକ୍ଷ ପଦ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ତାଲିକା ଅନୁଯାୟୀ ନବ ଗଠିତ ଲୋଇସିଂହା
Read More...

ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନଃନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରେଳ ଭିତ୍ତିଭୂମିର ରୂପାନ୍ତର ଏବଂ ଯାତ୍ରୀମାନଙ୍କ ସୁବିଧା ବୃଦ୍ଧି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଦେଶବ୍ୟାପୀ ୭୫ଟି ପୁନଃନିର୍ମିତ ରେଳ ଷ୍ଟେସନର ଉଦ୍‌ଘାଟନ କରିଛନ୍ତି ।
Read More...

ସାଂସଦ ଓ ବିଧାୟକଙ୍କ ମିଳିତ ଗସ୍ତ : ଅଞ୍ଚଳର ବିକାଶ, ଶିକ୍ଷା ଓ ଭିତ୍ତିଭୂମି ସମ୍ପର୍କରେ ବିଭିନ୍ନ ଘୋଷଣା ଓ ପ୍ରତିଶୃତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଓ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁରଙ୍କ ଶୁକ୍ରବାର ତୁମୁଡିବନ୍ଧ ବ୍ଲକରେ ମାରାଥନ ଗସ୍ତ ଅନୁଷ୍ଠିତ କରିଛନ୍ତି । ଏହି ଗସ୍ତ ଅବସରରେ ଉଭୟ ଜନପ୍ରତିନିଧିଙ୍କୁ ଭବ୍ୟ ସ୍ୱଗତ କରାଯାଇଥିବା ବେଳେ ଅଞ୍ଚଳର
Read More...

ପିଙ୍କ୍‌ ସ୍କାଇ କ୍ରେଚ୍‌ ଚାଇଲ୍ଡ ଡେ କେୟାର ସେଣ୍ଟର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ରଥଯାତ୍ରା ଅବସରରେ ବଲାଙ୍ଗିର ସହରର ସିଭିଲ କୋର୍ଟ ପଛପଟେ ପିଙ୍କ୍‌ ସ୍କାଇ କ୍ରେଚ୍‌ ନାମକ ଚାଇଲ୍ଡ୍ ଡେ କେୟାର ସେଣ୍ଟରର ଶୁଭ ଉଦ୍‌ଘାଟନ ହୋଇଯାଇଛି । କ୍ରେଚର୍‌ ପ୍ରତିଷ୍ଠାତ୍ରୀ ଆଶା ଆର୍ଯ୍ୟାଙ୍କ ଉଦ୍ୟମରେ ସ୍ଥାପିତ ଏହି ଅନୁଷ୍ଠାନକୁ ପୌରାଧ୍ୟକ୍ଷା
Read More...

ଜଗନ୍ନାଥ ରଥଯାତ୍ରା ଓ ଜୀବନ ଦର୍ଶନ

ବଲାଙ୍ଗିର, ପେଲେସ ଲାଇନ : ଜଗନ୍ନାଥଙ୍କ ରଥଯାତ୍ରା କେବଳ ଏକ ଧାର୍ମିକ ଉତ୍ସବ ନୁହେଁ । ଏହା ମାନବଜୀବନର ଗଭୀର ଦର୍ଶନକୁ ପ୍ରକାଶ କରୁଥିବା ଏକ ମହାନ ପ୍ରତୀକ । ପ୍ରତିବର୍ଷ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଶ୍ରୀମନ୍ଦିର ଛାଡ଼ି ରଥରେ ଆରୋହଣ କରି ଗୁଣ୍ଡିଚା ମନ୍ଦିରକୁ ଯାଆନ୍ତି । ଏହି
Read More...