Monthly Archives

July 2026

ଅନ୍ୱେଷାର ୧୨୭ ତମ ସାମୂହିକ ଜନ୍ମଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ୧୨୭ ତମ ସାମୂହିକ ଜନ୍ମଦିନ ସ୍ଥାନୀୟ ଶ୍ରଦ୍ଧା ଅନୁଷ୍ଠାନରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପଦେଷ୍ଟା ଚନ୍ଦ୍ରଶେଖର ଶତପଥୀ, ଶ୍ରଦ୍ଧାର…
Read More...

ସରକାରୀ ଡାକ୍ତରଖାନାରେ ଚାକିରି କରାଇଦେବାର ପ୍ରତିଶୃତି ଦେଇ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ

ଅତାବିରା, (ମୋହନ ସାହୁ) : ସରକାରୀ ଡାକ୍ତରଖାନାରେ ଚାକିରି କରାଇଦେବାର ପ୍ରତିଶୃତି ଦେଇ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଜଣେ ବି.ଏସ୍‌.ସି. ନର୍ସିଂ ସ୍ନାତକଙ୍କୁ ପୁଲିସ ଗିରଫ କରିଛି । ଭୋଇପୁରାର ଲକ୍ଷ୍ମୀ ପାଞ୍ଚମଙ୍କ ଅଭିଯୋଗ ଅନୁଯାୟୀ, ଭଟିଗାଁର ପ୍ରକାଶ ବଞ୍ଛୋର ସରକାରୀ ହସ୍ପିଟାଲରେ…
Read More...

କୁମିଆଁପାଲିରେ ବିସ୍ଥାପିତ ପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟ ଫାଇଣ୍ଡିଙ୍ଗ ଟିମ୍‌

ବିସ୍ଥାପିତଙ୍କ ଦାବି ନ୍ୟାୟସଙ୍ଗତ, ସରକାର ତୁରନ୍ତ ପଦକ୍ଷେପ ନେଉ - ବିଜେଡି ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ କିଛିଦିନ ଧରି ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଶେଷ ବିସ୍ଥାପିତ ଗ୍ରାମ କୁମିଆଁପାଲି ଚର୍ଚ୍ଚାରେ ରହିଛି । ଏହି ଗାଁର ୮୪ଟି ଆଦିବାସୀ ବିସ୍ଥାପିତ ପରିବାର ତାଙ୍କୁ ଉଚିତ…
Read More...

କଙ୍କୋରଡା ସରପଞ୍ଚଙ୍କ ୫୨ ଦିନର ଧାରଣା : ପ୍ରଶାସନ ର ନୀରବତା ନେଇ ଆମ୍ ଆଦମୀ ପାର୍ଟି ପକ୍ଷରୁ ବିକ୍ଷୋଭ

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡା ଗ୍ରାମପଞ୍ଚାୟତର ଦଳିତ ହରିଜନ ସମ୍ପ୍ରଦାୟର ମହିଳା ସରପଞ୍ଚଙ୍କ ଉପରେ ହୋଇଥିବା ଅସଦାଚରଣ ଓ ଦୁର୍ବ୍ୟବହାର ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଆମ୍ ଆଦମୀ ପାର୍ଟି ପକ୍ଷରୁ ଗୁରୁବାର ବିକ୍ଷୋଭ…
Read More...

ଜଳବନ୍ଦୀରେ ପ୍ରଭାବିତ ଗ୍ରାମଗୁଡ଼ିକୁ ପରିଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ତଥା ଲୋଇସିଂହା ବିଧାୟକ ବଲାଙ୍ଗିର ଲୋଇସିଂହାର ବିଭିନ୍ନ ଅଞ୍ଚଳରେ ଅତ୍ୟଧିକ ବର୍ଷା ଯୋଗୁଁ ଜଳବନ୍ଦୀରେ ପ୍ରଭାବିତ ଗ୍ରାମଗୁଡ଼ିକୁ ପରିଦର୍ଶନ କରି…
Read More...

ବରିଷ୍ଠ ନାଗରିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ ଡ଼. ମଧୁସୂଦନ ମହାପାତ୍ର, ଉପ ସଭାପତି ଭାବେ ନନ୍ଦ କିଶୋର ପଣ୍ଡା, ସମ୍ପାଦକ ଭାବେ…
Read More...

ନବଜାତ ଶିଶୁର ମୃତଦେହ ସତ୍କାର କଲା ଯୁବ କୁଲୁତା ସମାଜ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ପକ୍ଷରୁ ଏକ ମହତ ଓ ମାନବୀୟ କାର୍ଯ୍ୟ ଦେଖିବାକୁ ମିଳିଛି । ଜଣେ ଅସହାୟ ପରିବାରର ନବଜାତ ଶିଶୁର ଶେଷ ସତ୍କାର କରି ସମାଜରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛି ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ । ସୂଚନା ଅନୁଯାୟୀ…
Read More...

ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ

ସିନାପାଲି, (କେପିଏନ୍‌ଏସ୍‌) : ଲଗାଣ ବର୍ଷାରେ ସିନାପାଲି ଅଞ୍ଚଳରେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇପଡ଼ିଛି । ଦୀର୍ଘ ସମୟ ଧରି ଲାଗିରହିଥିବା ବର୍ଷା ଯୋଗୁଁ ଅଞ୍ଚଳର ଉଦନ୍ତୀ ନଦୀରେ ପ୍ରବଳ ବନ୍ୟା ଦେଖାଦେଇଛି । ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଗତ ୪ରୁ ୫ ବର୍ଷ ମଧ୍ୟରେ ଏଭଳି ବଡ଼…
Read More...

ମ୍ୟୁନିସିପାଲ ମହାବିଦ୍ୟାଳୟରେ “ନବସୃଜନ ଏବଂ ନୂତନ ଉଦ୍ୟମ ପ୍ରତିଯୋଗିତା” ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମ୍ୟୁନିସିପାଲ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କର ଉଚ୍ଚ ଶିକ୍ଷା ନିର୍ଦ୍ଦେଶନାମା ଅନୁସାରେ ଏକ "ନବସୃଜନ ଏବଂ ନୂତନ ଉଦ୍ୟମ ପ୍ରତିଯୋଗିତା" ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧକ୍ଷ ପ୍ରଫେସର ହରିହର ଦାଶ ଅଧ୍ୟକ୍ଷତା କରିଥିଲେ ।…
Read More...

ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ପ୍ରଥମ ବୈଠକ ସମାପ୍ତ

ଉପାନ୍ତ ଅଞ୍ଚଳରେ ରହୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଧାୟକ ଦୁର୍ଗାଚରଣ ତନ୍ତୀଙ୍କ ପ୍ରସ୍ତାବ ରାଉରକେଲା, (ସସ୍ମିତା ପ୍ରଧାନ) : ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରିବା ସହିତ…
Read More...