Monthly Archives

July 2026

୬ ଶିକ୍ଷକରେ ଚାଲିଛି ଗୁଡ଼ଭେଲା ପିଏମ୍‌ଶ୍ରୀ ୟୁପି ସ୍କୁଲ : ଶିକ୍ଷକ ପଦ ପୂରଣ ନହେଲେ ତାଲା ବନ୍ଦ ଚେତାବନୀ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲାର ଉପାନ୍ତ ଅଞ୍ଚଳ ଭାବେ ଜଣାଶୁଣା ଗୁଡ଼ଭେଲା ବ୍ଲକରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ମୌଳିକ ଶିକ୍ଷା ବ୍ୟବସ୍ଥା। ଗୁଡ଼ଭେଲା ସ୍ଥିତ ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କିଛି ଦିନ ପୂର୍ବେ ଜିଲ୍ଲା ଶିକ୍ଷା ଅଧିକାରୀ ପରିଦର୍ଶନରେ
Read More...

କୁଡାସିଂହାରେ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ୮୪ତମ ପ୍ରାକଟ୍ୟ ଦିବସ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ୮୪ତମ ପ୍ରାକଟ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆଦିତ୍ୟ ବାହିନୀ ଏବଂ ଆନନ୍ଦବାହିନୀର
Read More...

ପୂଜ୍ୟପୂଜା ସେବା ସଂଗଠନର ସାଂଗଠିକ ସଭା ଓ ପ୍ରତିଷ୍ଠା ଦିବସ ଏବଂ ପାର୍ବତୀ ଗିରି ଶ୍ରାଦ୍ଧ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନର ଦୁଇ ବାର୍ଷିକ କର୍ମକର୍ତ୍ତା ନିର୍ବାଚନ ଏବଂ ସଂଗଠନର ପ୍ରତିଷ୍ଠା ଦିବସ ସହିତ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଶ୍ରାଦ୍ଧ ଦିବସ ପାଳନ ପାଇଁ ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଥିଲା
Read More...

ସୁବର୍ଣ୍ଣପୁରରେ ଓଜେୟୁର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ତଥା ସୁବର୍ଣ୍ଣପୁର ଜିଲ୍ଲା
Read More...

ସାରନଗରୀ ଶାଖାର ମାସିକ ସାରସ୍ଵତ ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସାରନଗରୀ ଶାଖାର ମାସିକ ସାରସ୍ଵତ ସମାବେଶରେ ସ୍ନାନ ମଣ୍ଡପରୁ ନିଳାଦ୍ରୀ ବିଜେ ଆଲୋଚନା ଚକ୍ର ଓ ଭାବରେ ଭାବରେ ଶ୍ରୀଜଗନ୍ନାଥ ଶୀର୍ଷକ ଉପରେ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଆଇଡିଏଲ୍‌ ନିକଟସ୍ଥ ଚିନ୍ମୟ ଏକାଡେମୀ ଠାରେ
Read More...

ପାପୁନକୁ ଚିକିତ୍ସା ପାଇଁ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମଉଳିମୁଣ୍ଡା ଗ୍ରାମର ବାସିନ୍ଦା ବାବୁଲାଲ କର୍ଣ୍ଣଙ୍କ ଦ୍ୱିତୀୟ ପୁତ୍ର ପାପୁନ କର୍ଣ୍ଣଙ୍କ ବାସଭବନକୁ ଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର
Read More...

ଲୋକପ୍ରିୟ ବିଜ୍ଞାନ ସାହିତ୍ୟ ସମାଜକୁ ସଚେତନ କରିଥାଏ ଇସ୍ପାତ ସାହିତ୍ୟ ସଂସଦ ପକ୍ଷରୁ ବିଜ୍ଞାନ ସାହିତ୍ୟ ଆଲୋଚନାଚକ୍ର…

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ବିଜ୍ଞାନ ସାହିତ୍ୟ ଆଲୋଚନାଚକ୍ର, ପୁସ୍ତକ ଉନ୍ମୋଚନ ଏବଂ ବିଜ୍ଞାନ ଭିତ୍ତିକ କବିତା ପାଠ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ
Read More...

କଲମପୁର ବ୍ଲକରେ କୁମ୍ଭୀର ଆତଙ୍କ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଭାଲୁବୁଟ୍ରା ଗ୍ରାମ ନିକଟସ୍ଥ କୁସୁମଜୋରରେ ଆଜି ଏକ କୁମ୍ଭୀର ଥିବା ସ୍ଥାନୀୟଲୋକେ ଦେଖିଥିଲେ । ଏହି ଖବର ଜଣାପଡିବାପରେ କୁମ୍ଭୀର ଦେଖିବାପାଇଁ ସେଠାରେ ଲୋକଙ୍କ ଭିଡ଼ ଲାଗି ରହିଥିଲା । କୁମ୍ଭୀରଟି ଏକ ଫାସରେ ଫସି
Read More...

ପିଏମ୍‌ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀଙ୍କ ହାତରେ ନେତୃତ୍ୱର ଡୋରି : ବିଭାଗ ବଣ୍ଟନ ସହ ଶପଥ ପାଠ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗରପଡ଼ା ସ୍ଥିତ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ବର୍ଷ ୨୦୨୬-୨୭ ପାଇଁ ଷଷ୍ଠରୁ ଅଷ୍ଟମ ଶ୍ରେଣୀର ମୀନା ମଞ୍ଚ ଏବଂ ନବମ ଓ ଦଶମ ଶ୍ରେଣୀର ଛାତ୍ର କ୍ୟାବିନେଟ ଗଠନ ପରେ ମନୋନୀତ ଛାତ୍ରୀମାନଙ୍କୁ ବିଭିନ୍ନ ବିଭାଗର
Read More...

କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୨୦ ସ୍ଥିତ କୋଏଲ ବିଦ୍ୟାପୀଠର ମିଳିତ ଆନୁକୂଲ୍ୟରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ବିଦ୍ୟାପୀଠ ପରିସରରେ ପାଳିତ ହୋଇଯାଇଛି । ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...