ରଙ୍ଗେଇଲୁଣ୍ଡାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣିରେ ୩୩୮ଟି ଅଭିଯୋଗ ଗ୍ରହଣ : ୫୧ଟି ଅଭିଯୋଗର ତୁରନ୍ତ ସମାଧାନ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼. ଶ୍ରବଣ ବିବେକ ଏମ୍, ଜିଲ୍ଲା!-->…
Read More...
Read More...