ମୁରିବାହାଲ ଥାନା ଅଞ୍ଚଳରୁ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗଁରେଇ ଓ କଟାଡୁଙ୍ଗୁରୀ ଗ୍ରାମ ମଝିରେ ଥିବା ଜଙ୍ଗଲର ଏକ ଗଛରୁ ଜଣେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ପୁଲିସ ଦ୍ୱାରା ଉଦ୍ଧାର ହୋଇଛି । ଏହା ହତ୍ୟା ନା ଆତ୍ମହତ୍ୟା ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି ।!-->…
Read More...
Read More...