Daily Archives

ଛତ୍ରପୁର ବାରାକ୍ ସାହି ସ୍ଥିତ ଶ୍ରୀଶ୍ରୀ ସିଦ୍ଧିବିନାୟକ ମନ୍ଦିରର ଉନ୍ନୟନ ନେଇ ଏକ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ବାରାକ୍ ସାହି ସ୍ଥିତ ଶ୍ରୀଶ୍ରୀ ସିଦ୍ଧିବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ନେଇ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିଚଳନା କମିଟିର ସଭାପତି ବିଜୟ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ବିବେକାନନ୍ଦ ପବ୍ଲିକ ସ୍କୁଲରେ ଓ.ଆର.ଏସ ସପ୍ତାହ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପୌରାଞ୍ଚଳ ଅନ୍ତର୍ଗତ ଭାସ୍କର ରାଓ ପେଟ୍ଟା ସାହିସ୍ଥ ସାଇବିହାର ବିବେକାନନ୍ଦ ପବ୍ଲିକ ସ୍କୁଲରେ ଓ.ଆର.ଏସ ସପ୍ତାହ ବର୍ଣ୍ଣାଢ୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରତୀୟ ଶିଶୁ ରୋଗ ବିଶେଷଜ୍ଞ ସଂଗଠନର ଗଞ୍ଜାମ ଜିଲ୍ଲା
Read More...

ଚୁଡାପାଲି ଶିଶୁ ମନ୍ଦିରରେ ବିଜ୍ଞାନ ମେଳା ଅନୁଷ୍ଠିତ

ସଦରବ୍ଲକ, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ଚୁଡାପାଲି ଠାରେ ବିଦ୍ୟଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ପରିଚାଳନା ସମିତିର ଉପସଭାପତି ସଞ୍ଜୀବ କୁମାର ମେହେର ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
Read More...

ଶ୍ରାବଣର ପ୍ରଥମ ସୋମବାରରେ ଶିବାଳୟରେ ପ୍ରବଳ ଭିଡ଼

ଦେଓଗାଁ, (ମନୀଷ କୁମାର ସାହୁ) : ଶ୍ରାବଣ ମାସର ପ୍ରଥମ ସୋମବାର ଦିନ ଦେଓଗାଁ ବ୍ଲକରେ ଥିବା ସିକୁଆଁ ଶିବ ମନ୍ଦିରରେ କାଉଡ଼ିଆ ଓ ଭକ୍ତମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା । ବୋଲ୍‌ବମ୍ ଧ୍ୱନିରେ ସିଦ୍ଧେଶ୍ୱର ପୀଠ କମ୍ପିଥିଲା । ମନ୍ଦିର ନିକଟରେ ଥିବା ସୋନଗଡ଼ ନଦୀରେ ସ୍ନାନ କରି ଜଳ
Read More...

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କଲେ ରାଷ୍ଟ୍ରପତି

ଆମ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏପରି ପରିବେଶ ସୃଷ୍ଟି କରିବାକୁ ପଡିବ ଯେଉଁଠାରେ ଯୁବବର୍ଗ ସେମାନଙ୍କ ପ୍ରତିଭାର ସମ୍ପୂର୍ଣ୍ଣ ବିକାଶ କରିପାରିବେ ଏବଂ ସେମାନଙ୍କର ସ୍ୱପ୍ନ ଓ ଆକାଂକ୍ଷାକୁ ସାକାର କରିପାରିବେ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କଟକ, (ପିଆଇବି) : ରାଷ୍ଟ୍ରପତି
Read More...

ଏସ୍‌ଆଇଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍‌ଆଇଆର୍ ଉପରେ ଆଜି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)ଙ୍କ ସମ୍ମିଳନୀ କକ୍ଷ ଠାରେ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଆଭାସୀ ମାଧ୍ୟମରେ
Read More...