ବୁଗୁଡ଼ା ପୋଲିସର ବଡ ସଫଳତା : ବେଆଇନ ଦେଶୀ ବନ୍ଧୁକ କାରଖାନା ଠାବ
ଗଞ୍ଜାମ, (କେପିଏନ୍ଏସ୍) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଗୁପ୍ତ ସୂଚନା ଆଧାରରେ ପୋଲିସ ଚଢ଼ାଉ କରି ଏକ ବେଆଇନ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ କରିଛି । ଚଢ଼ାଉ ସମୟରେ ବିପୁଳ ପରିମାଣର ଅସ୍ତ୍ର ତିଆରି ସାମଗ୍ରୀ, ଦୁଇଟି ଦେଶୀ ବନ୍ଧୁକ,!-->…
Read More...
Read More...