Daily Archives

ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବଲାଙ୍ଗିର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବଲାଙ୍ଗିର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନ ଆଜିଠାରୁ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ଆରମ୍ଭ ହୋଇଛି । ଏହି ଅବସରରେ ଆଜି ସର୍କିଟ୍‌ ହାଉସ୍‌ରୁ ଏକ ବିଶାଳ ତ୍ରିରଙ୍ଗା ରାଲି ବାହାରିଥିଲା ।
Read More...

ଜୟପାଟଣାରେ କୋଟ୍ପା କଟକଣା ଓ ଖାଦ୍ୟ ସୁରକ୍ଷା ଯାଞ୍ଚ : ୩୧ ଉଲ୍ଲଂଘନକାରୀଙ୍କ ଠାରୁ ଜରିମାନା ଆଦାୟ, ବାସି ଓ ରଙ୍ଗ ମିଶା…

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଜୟପାଟଣା ଓ ଏହାର ଆଖପାଖ ଅଞ୍ଚଳରେ ତମ୍ବାଖୁ ନିୟନ୍ତ୍ରଣ ଏବଂ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଏକ ମିଳିତ ଚଢ଼ାଉ କରାଯାଇଛି । ପୁଲିସ, ଅବକାରୀ ଏବଂ ଖାଦ୍ୟ ସୁରକ୍ଷା ବିଭାଗକୁ ନେଇ ଗଠିତ ଏକ ସ୍ୱତନ୍ତ୍ର
Read More...

ଜିଲ୍ଲାସ୍ତରୀୟ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ କର୍ମଶାଳା

"ବିଜ୍ଞାନ ପ୍ରତି ଆଗ୍ରହ ଓ ଜିଜ୍ଞାସା ସୃଷ୍ଟି କରିବା ଶିକ୍ଷକ ମାନଙ୍କର ଏକ ପ୍ରମୁଖ ଦାୟିତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି.ଏକାଡେମୀର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଂସ୍ଥା ପକ୍ଷରୁ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର
Read More...

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ୍‌ ରକ୍ତ ସଂଗ୍ରହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରକ୍ତର କୌଣସି ବିକଳ୍ପ ନାହିଁ । ରକ୍ତଦାନ ମହତ ଦାନ । ରକ୍ତ ଦେଇ ଅନେକ ଲୋକଙ୍କ ଜୀବନ ରକ୍ଷା କରାଯାଇପାରୁଛି । ରକ୍ତଦାନ କଲେ ଶରୀରରେ ହିମୋଗ୍ଲୋବିନ କମିଯାଏ, ରକ୍ତ ଅଭାବ ଦେଖାଦିଏ ବୋଲି ଅନେକଙ୍କ ମଧ୍ୟରେ ଭୁଲ ଧାରଣା ରହିଛି । ବିଶେଷକରି ଅଧିକାଂଶ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ଠାରେ 'ହରଘର ତ୍ରିରଙ୍ଗା ଅଭିଯାନ' ଆରମ୍ଭ ହୋଇଯାଇଛି । ସକାଳ ୧୦ଟା ବେଳେ ତ୍ରିରଙ୍ଗା ରାଲି ପାପକ୍ଷୟ ଘାଟ ଛକଠାରୁ ବାହାରି ବିନିକା ସହର ପରିକ୍ରମା କରି ବସଷ୍ଟାଣ୍ଡ ଦେଇ ସିଦ୍ଧାର୍ଥ ମହାବିଦ୍ୟାଳୟଠାରେ
Read More...

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପଞ୍ଚାୟତ ସମ୍ବଳ କେନ୍ଦ୍ର ବଲାଙ୍ଗିର ଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ବଲାଙ୍ଗିର ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି ।
Read More...

ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବିଜୁ ପଟ୍ଟନାୟକ ମହିଳା ସ୍ନାତକ ମହାବିଦ୍ୟାଳୟରେ ଚାଲିଥିବା ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୁଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା
Read More...

ଚାଷୀ ପଞ୍ଜୀକରଣରେ ଜଟିଳତା : ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା ଓ ଦାବୀପତ୍ର ପ୍ରଦାନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଚାଷୀଙ୍କ ଧାନବିକ୍ରି ପାଇଁ ରାଜ୍ୟ ସରକାର ଜାରି କରିଥିବା ନିୟମାବଳୀ ତଥା ଚାଷୀ ପଞ୍ଜୀକରଣରେ ଥିବା ଜଟିଳତାକୁ ନେଇ ଚାଷୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଏନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ
Read More...

ନୂତନ ଧାନ ସଂଗ୍ରହ ପଞ୍ଜୀକରଣ ନୀତିକୁ ପରିବର୍ତ୍ତନ ପାଇଁ ଦାବୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସରକାରଙ୍କ ନୂତନ ଧାନ ସଂଗ୍ରହ ପଞ୍ଜୀକରଣ ନୀତିକୁ ପରିବର୍ତ୍ତନ କରିବା ପାଇଁ ଦାବୀ ଉଠାଇ ବିଶିଷ୍ଟ ଆଇନଜୀବୀ ତଥା ସମାଜସେବୀ ହିଞ୍ଜିଳି ଅଞ୍ଚଳରୁ ପ୍ରତିନିଧିତ୍ଵ କରୁଥିବା କଂଗ୍ରେସ ନେତା ରଜନୀକାନ୍ତ ପାଢ଼ୀ ମଙ୍ଗଳବାର ଗଞ୍ଜାମ ଜିଲ୍ଲାପାଳଙ୍କୁ ଭେଟି
Read More...

ଯୁବ ବୈଜ୍ଞାନିକଙ୍କୁ ପ୍ରେରଣା ଦେବା ଲକ୍ଷ୍ୟରେ ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍ଆର-ଶାଇନ୍ ୨୦୨୬

ଭୁବନେଶ୍ୱର, (ପିଆଇବି) : ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ କୌତୂହଳ ସୃଷ୍ଟି କରିବା ଏବଂ ଜୈବ-ଚିକିତ୍ସା ଗବେଷଣା ପ୍ରତି ଆଗ୍ରହ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଭୁବନେଶ୍ୱରରେ ‘ଆଇସିଏମ୍ଆର-ଶାଇନ୍ ୨୦୨୬’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଭାରତୀୟ ଭେଷଜ ବିଜ୍ଞାନ ଗବେଷଣା ପରିଷଦ (ଆଇସିଏମ୍ଆର)
Read More...