ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ତ୍ରିରଙ୍ଗା ଶୋଭାଯାତ୍ରା ଓ ସାଇବର ସୁରକ୍ଷା ସଚେତନତା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହାବିଦ୍ୟାଳୟରେ ଯୁବରେଡକ୍ରସ ଓ ଏନ୍.ଏସ୍.ଏସ୍.ର ମିଳିତ ଆନୁକୂଲ୍ୟରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ଵାବଧାନରେ!-->…
Read More...
Read More...