Daily Archives

ଗଞ୍ଜାମ ଜିଲ୍ଲା ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ସମାରୋହ- ୨୦୨୬ ହର୍ଷଉଲ୍ଲାସ ର ସହ ଉତ୍ସବମୁଖର ପରିବେଶ ମଧ୍ୟରେ ସମାହିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ରିଜର୍ଭ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ପ୍ୟାରେଡ୍…
Read More...

ଜିଲ୍ଲା କୃଷକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା କୃଷକ ସଂଘ ପକ୍ଷରୁ, ବଲାଙ୍ଗିର ଜିଲ୍ଲାର କୃଷି ଏବଂ କୃଷକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗିର ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।…
Read More...

୮୦ତମ ସ୍ୱାଧିନତା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସର୍ବ ଭାରତୀୟ ଅବସରପ୍ରାପ୍ତ କେନ୍ଦ୍ର ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ଶାଖା ବଲାଙ୍ଗିର ତରଫରୁ ସ୍ଥାନୀୟ ଶବରୀ ନାରାୟଣ ଧର୍ମଶାଳା ଇନ୍ଦିରାନଗର ବଲାଙ୍ଗିର ଠାରେ ୮୦ତମ ସ୍ୱାଧିନତା ଦିବସ ସକାଳ ଘ.୮.୩୦ମି. ସମୟରେ ପାଳିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି…
Read More...

ସ୍ମାଇଲ୍‌ ଫର୍‌ ଅଲ୍‌ ଫାଉଣ୍ଡେସନ୍‌ ତରଫରୁ ସ୍ୱାଧୀନତା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପବିତ୍ର ୮୦ତମ ସ୍ୱାଧୀନତା ଦିବସ ଅବସରରେ ସ୍ମାଇଲ୍‌ ଫର୍‌ ଅଲ୍‌ ଫାଉଣ୍ଡେସନ୍‌ ସାମାଜିକ ସଂଗଠନ ତରଫରୁ (ଏଲ୍‌ଆଇସି ଅଫିସ ପଛପଟ) ଅଫିସ କାର୍ଯ୍ୟାଳୟ ଠାରେ ସ୍ୱାଧିନତା ଦିବସ ପାଳନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି…
Read More...

କୁଡାସିଂହା ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ସ୍ୱାଧୀନତା ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ କୁଡାସିଂହା ସ୍ଥିତ ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିର କୁଡାସିଂହାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ନିର୍ଦ୍ଧେଶିକା ନମିତା ମହାନ୍ତି ଯୋଗଦେଇ ପତାକା…
Read More...

ବୟୋଜ୍ୟେଷ୍ଠ ନାଗରିକ ଆବାସ ଏବଂ ଶିଶୁ ଯତ୍ନ ଅନୁଷ୍ଠାନରେ ‌ସ୍ଵାଧିନତା ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲି ସ୍ଥିତ ଗ୍ରାମ ମଙ୍ଗଳ ପାଠାଗାର ଦ୍ୱାରା ପରିଚାଳିତ ବୟୋଜ୍ୟେଷ୍ଠ ନାଗରିକ ଆବାସ ଏବଂ ଶିଶୁ ଯତ୍ନ ଅନୁଷ୍ଠାନରେ ୮୦ତମ ‌ସ୍ଵାଧିନତା ଦିବସ ପାଳନ ହୋଇଯାଇଛି । ବୟୋଜ୍ୟେଷ୍ଠ ନାଗରିକ ଆବାସରେ ସମ୍ପାଦକ ଭୁବନେଶ୍ୱର ଶାମଲ‌ ମୁଖ୍ୟ ଅତିଥି…
Read More...

ସୁବର୍ଣ୍ଣପୁରରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ : ଅଭିବାଦନ ଗ୍ରହଣ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଶ୍ରୀ ରାମେଶ୍ୱର ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି…
Read More...

ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ପକ୍ଷରୁ ଭବ୍ୟ ସ୍ୱାଧୀନତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ପକ୍ଷରୁ ଶାନ୍ତିପଡ଼ାସ୍ଥିତ ତେଲି ସମାଜ ଭବନଠାରେ ଭବ୍ୟ ଆୟୋଜନ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମାରୋହରେ ସମ୍ପାଦକ ପ୍ରଦୀପ ସାହୁ,…
Read More...

ମୋନାଲିସା ପଜିଟିଭ୍ସ ଦ୍ୱାରା ରାଉରକେଲାରେ ୮୦ତମ ସ୍ୱାଧୀନତା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ମାନବିକତା ଓ ଦେଶପ୍ରେମର ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି । “ମୋନାଲିସା ପଜିଟିଭ୍ସ” ସଂସ୍ଥା ପକ୍ଷରୁ ଅବଜର୍ଭେସନ୍ ଓ ସ୍ପେଶାଲ୍ ହୋମ୍‌ରେ ରହୁଥିବା କିଶୋରମାନଙ୍କ ସହ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଉଲ୍ଲାସର ସହ ପାଳନ କରାଯାଇଛି ।…
Read More...

ସ୍ୱାଧୀନତା ଦିବସରେ ମହିମୁଣ୍ଡାରେ ବୃକ୍ଷରୋପଣ

ଖେଳ ମାଧ୍ୟମରେ ନିଆଯାଇଥିବା ୧୨୫୦ ବୃକ୍ଷରୋପଣର ସଂକଳ୍ପ ହେଲା ସାକାର ବଲାଙ୍ଗିର, (କେପିଏନ୍‌ଏସ୍‌) : ୮୦ତମ ସ୍ୱାଧୀନତା ଦିବସ ଅବସରରେ ମହାଶକ୍ତି ଫାଉଣ୍ଡେସନ୍ ପକ୍ଷରୁ ମହିମୁଣ୍ଡା ଗ୍ରାମ ପଞ୍ଚାୟତର ସାପ୍ତାହିକ ବଜାର ନିକଟସ୍ଥ ଶିଶୁ ଉଦ୍ୟାନ ପରିସରରେ ଏକ ବୃକ୍ଷରୋପଣ ସମାରୋହ ଅନୁଷ୍ଠିତ…
Read More...