Monthly Archives

August 2026

ଧବଳେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ନିକଟସ୍ଥ କଅଗାଁର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ଗଲା ମାସେ କାଳ ଧରି ପବିତ୍ର ଶ୍ରାବଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଶ୍ରାବଣର ପୂର୍ଣ୍ଣମୀ ତିଥିରେ ଦେବ ଦେବ ମହାଦେବ ଧବଳେଶ୍ୱରଙ୍କ ସୁସଜ୍ଜିତ ପୁଷ୍ପ ଶୃଙ୍ଗାର ଦର୍ଶନ ଆୟୋଜିତ
Read More...

ବଲାଙ୍ଗିର ଜିଲ୍ଲା କ୍ରୀଡ଼ା ସଂସଦ ପକ୍ଷରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସେପ୍ଟେମ୍ବର ୧ରୁ ଭାଗନେବେ ୭୨ ଦଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା କ୍ରୀଡ଼ା ସଂସଦ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଷ୍ଟାଡ଼ିୟମ ଠାରେ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କ୍ରୀଡ଼ା ସଂସଦ ଯୁଗ୍ମ-ସଂପାଦକ ପଦ୍ମଚରଣ ଆଚାର୍ଯ୍ୟଙ୍କ ଆବାହକତ୍ୱରେ ସଂସଦର କାର୍ଯ୍ୟକାରୀ ସଭାପତି ଡ.
Read More...

ଭୁଲିଆ ସମାଜ ଆନୁକୂଲ୍ୟରେ ଗଙ୍ଗାଧର ମେହେର ଜୟନ୍ତୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁଲିଆ ମେହେର ସମାଜ କେନ୍ଦ୍ରୀୟ ବୋର୍ଡ ଆନୁକୂଲ୍ୟରେ ମେହେର ସମାଜର ଧର୍ମଶାଳା ଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା । ଉକ୍ତ ସାରସ୍ୱତ ଭବ୍ୟ ଜୟନ୍ତୀ ଉତ୍ସବରେ ବୋର୍ଡର ସଭାପତି ଡ. ଲମ୍ବୋଦର ମେହେର,
Read More...

ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌ ଉଦ୍‌ଘାଟିତ

ଭାଗନେଲେ ୧୫୦ରୁ ଅଧିକ ବାଳକ ଓ ବାଳିକା ଖେଳାଳି ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଇଣ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମରେ ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌ର ଉଦ୍‌ଘାଟନ ହୋଇଯାଇଛି । ୨ ଦିନ ବ୍ୟାପି ୧୩ ବର୍ଷ, ୧୫ ବର୍ଷ ଓ ୧୭
Read More...

ଗଞ୍ଜାମର ୯ ଲକ୍ଷରୁ ଉର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ଟଙ୍କା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳା ସଶକ୍ତିକରଣର ଏକ ନୂଆ ଅଧ୍ୟାୟ ଯୋଡ଼ିହୋଇଛି । ସୁଭଦ୍ରା ଯୋଜନା, ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରିଛନ୍ତି
Read More...

ଶିଶୁ ସୁରକ୍ଷା ଯୋଜନା ପାଇଁ ତାଲିମ ଶିବିର

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ୍ ସମ୍ମିଳନୀ କକ୍ଷରେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ଏବଂ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ଯୋଜନା ପ୍ରସ୍ତୁତି ନେଇ ଏକ ଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌,
Read More...

“ଲୁହ ଓ କୋହ” କବିତା ସଙ୍କଳନ ଲୋକାର୍ପିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଐତିହାସିକ ରାମଗଡ ମାଟି ଗଣ୍ତାବାହାଲି ଗ୍ରାମର ଯୁବକବି ଡିସମ୍ବର ମେହେରଙ୍କ ପ୍ରଥମ କବିତା ସଂକଳନ"ଲୁହ ଓ କୋହ" ଗଙ୍ଗାଧର ସାରସ୍ୱତ ସମିତି ସିନାପାଲି ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ
Read More...

ଗୁଞ୍ଚାଡିହି ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର : ବାରହା ଫାସରେ ଲାଗିଥିବା ସନ୍ଦେହ, ଘଟଣାକୁ ନେଇ ରହସ୍ୟ ଘନୀଭୂତ

ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଚାଡିହି ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ଚନ୍ଦନଜୁରୀ ଗ୍ରାମର କ୍ଷେତ୍ର ବାଗ । ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ସୂଚନା ଅନୁସାରେ, କ୍ଷେତ୍ର ନିଜ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷା ବନ୍ଧନ ଓ ଗଙ୍ଗାଧର ମେହେର ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ସୁବଳୟା କଲେଜର ଅର୍ଥନୀତି ବିଭାଗର ଅଧ୍ୟକ୍ଷ ଦେବାଶିଷ ପଧାନ ଯୋଗ ଦେଇ ରକ୍ଷାବନ୍ଧନର ମହତ୍ୱ ବିଷୟରେ
Read More...

ଆଧ୍ୟାତ୍ମିକ ପତ୍ରିକା ବଳଦେବ ବିଥିକା ଉନ୍ମୋଚିତ

ରାଉରକେଲା/କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦର ଦଶମ ବାର୍ଷିକ ଆଧ୍ୟାତ୍ମିକ ଗବେଷଣାତ୍ମକ ପତ୍ରିକା "ବଳଦେବ ବିଥିକା" କେନ୍ଦ୍ରାପଡ଼ା ବଳଦେବ ଜିଉ ମନ୍ଦିର ପ୍ରାଙ୍ଗଣରେ ବଳଦେବ ଜନ୍ମ ମହୋତ୍ସବ ପାଳନ ଅବସରରେ ଉନ୍ମୋଚିତ ହୋଇଯାଇଛି । କେନ୍ଦ୍ରାପଡ଼ାର ଜିଲ୍ଲାପାଳ ରଘୁରାମ ଆର୍‌
Read More...