Monthly Archives

August 2026

ସୃଜନ ସାହିତ୍ୟ ସଂସ୍କୃତି ସଂସଦର ଷଷ୍ଠ-ବାର୍ଷିକ ଉତ୍ସବ ଅବସରରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସୃଜନ ସାହିତ୍ୟ ସଂସ୍କୃତି ସଂସଦ ପକ୍ଷରୁ ଷଷ୍ଠ ବାର୍ଷିକ ରାଜ୍ୟସ୍ତରୀୟ ସାହିତ୍ୟ ଉତ୍ସବ ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସଭାପତି କବିଶ୍ରୀ ପ୍ରଶାନ୍ତ କୁମାର ଶତପଥୀଙ୍କ
Read More...

ଭାରତୀୟ ଦଳିତ ସାହିତ୍ୟ ଏକାଡ଼େମୀ ଗଞ୍ଜାମ ଜିଲ୍ଲା ଶାଖାର ପ୍ରଥମ କାର୍ଯ୍ୟକାରୀଣୀ ବୈଠକ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ୮୦ ତମ ସ୍ୱାଧୀନତା ଦିବସରେ ଅବସରରେ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ପୌର ପରିଷଦ ଅଧୀନସ୍ଥ ବ୍ୟାଙ୍କ କୋଲନୀରେ ଭାରତୀୟ ଦଳିତ ସାହିତ୍ୟ ଏକାଡ଼େମୀ ଗଞ୍ଜାମ ଜିଲ୍ଲା ଶାଖାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ରାଜ୍ୟସ୍ତରୀୟ ଲୋକନାଟକ ମହୋତ୍ସବ ‘ଲୋକ ରଞ୍ଜନୀ’ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଗଞ୍ଜାମ ଜିଲ୍ଲା ପ୍ରଶାସନ, ସଂସ୍କାର ଭାରତୀ ଓଡ଼ିଶା ପ୍ରଦେଶ ଏବଂ ଓଡ଼ିଶା ନାଟକ ସମାରୋହ ସମିତି, ବ୍ରହ୍ମପୁରର ମିଳିତ ସହଯୋଗରେ ବ୍ରହ୍ମପୁର ସଂସ୍କୃତି ଭବନରେ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ 'ଲୋକ ରଞ୍ଜନୀ'
Read More...

ହୁମ୍ମାରେ ଆର୍ଥିକ ସାକ୍ଷରତା ଓ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ହୁମ୍ମାସ୍ଥିତ ସରକାରୀ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଉଚ୍ଚ ବିଦ୍ୟାଳୟ ପରିସରରେ ଆର୍ଥିକ ସାକ୍ଷରତା ଅଭିଯାନ, ସାଇବର ସୁରକ୍ଷା ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅତିରିକ୍ତ
Read More...

ଚାଷୀ ମାରଣନୀତି ସ୍ୱରରେ ଗଞ୍ଜାମ ଜିଲ୍ଲା ଚାଷୀ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଞ୍ଜାମ ଜିଲ୍ଲାର ଚାଷୀ ସଂଗଠନ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବିରାଟ ସମାବେଶ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଭାଗଚାଷୀ, ପ୍ରକୃତଚାଷୀ ଏବଂ ମନ୍ଦିର ଜମି
Read More...

ମଠ ମନ୍ଦିରମାନଙ୍କର ଜମି ଧାନ ସରକାର କିଣିବାକୁ ମନା କରିବା ଅଭିଯୋଗରେ ମଠାଧୀଶ ମହନ୍ତଗଣ ମନ୍ତ୍ରୀ ବିଭୂତି ଜେନାଙ୍କୁ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମଠ ମନ୍ଦିର ଗୁଡ଼ିକର ଜମି ପଞ୍ଜିକରଣ ସାଂଗକୁ ସରକାରୀ ଦରରେ ଧାନ କିଣିବା ନେଇ ମଠାଧୀଶ ମହନ୍ତ ମହାରାଜଗଣ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଗଞ୍ଜାମ ଜିଲ୍ଲାର ସମସ୍ତ ମଠାଧୀଶ ଓ ଟ୍ରଷ୍ଟି ମହନ୍ତ
Read More...

ସରକାରୀ ଚାକିରୀରେ ନିଯୁକ୍ତି ଦେବା ଆଳରେ ଅନ୍-ଲାଇନ୍ ଅର୍ଥ ଠକେଇ ମାମଲାରେ ଜଣେ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସରକାରୀ ଚାକିରୀରେ ନିଯୁକ୍ତି ଦେବା ଆଳରେ ଅନ୍-ଲାଇନ୍ ଅର୍ଥ ଠକେଇ ମାମଲାରେ ଗଞ୍ଜାମ ପୋଲିସ ଜିଲ୍ଲା ପ୍ରଶାସନକୁ ମିଳିଛି ବଡ଼ ସଫଳତା । ଗଞ୍ଜାମ ପୋଲିସ ଜିଲ୍ଲା ପ୍ରଶାସନ ଓ ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲଙ୍କ ବଳିଷ୍ଠ ପଦକ୍ଷେପ ଏବଂ
Read More...

୨୦ ତାରିଖ ବଙ୍ଗୋମୁଣ୍ଡା ଠାରେ ନିଃଶୁକ୍ଳ ସ୍ୱାସ୍ଥ୍ୟ ଶିବିର

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) :ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ତେରାପନ୍ଥ ଭବନ ଠାରେ ଆସନ୍ତା ୨୦ ତାରିଖ ଦିନ ଜୈନ ଶ୍ଵେତାମ୍ବର ତେରାପନ୍ଥୀ ସଭା ବଙ୍ଗୋମୁଣ୍ଡା ପକ୍ଷରୁ ନିଃଶୁକ୍ଳ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ମାଗଣା ଚିକିତ୍ସା ଶିବିରରେ
Read More...

ଭୁତିଆରବାହାଲରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ବଡ଼ପଡା ଉତ୍କଳମଣି ଯୁବକ ସଂଘ ପରିସରରେ ୩୩ତମ ସାର୍ବଜନୀନ ଦୁର୍ଗାପୂଜା ପାଇଁ ରବିବାର ସନ୍ଧ୍ୟା ୭ଟା ସମୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଭବାନୀଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ସ୍ୱାଧିନତା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶ୍ରୀ ଶ୍ରୀ ନୃସିଂହ ମନ୍ଦିର ପରିସରରେ ବଲାଙ୍ଗିରରେ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର ଦ୍ୱାରା ଭାରତର ୮୦ତମ ସ୍ୱାଧିନତା ଦିବସ ହର୍ଷୋଲ୍ଲାସରେ ପାଳିତ ହୋଇଯାଇଛି । ବରିଷ୍ଠ ଉପଦେଷ୍ଟା ଅଧ୍ୟାପକ ସତ୍ୟବନ୍ତ ବେଦବାକ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ
Read More...